ଦିଲ୍ଲୀ କ୍ୟାପିଟାଲ୍ସକୁ ମିଳିଲା ବଡ଼ ଆଶ୍ୱସ୍ତି

ମୁମ୍ବାଇ,୨୩।୩: ଦକ୍ଷିଣ ଆଫ୍ରିକୀୟ ପେସର ଅନରିଚ ନର୍ଟଜେ ଆସନ୍ତା ଅପ୍ରିଲରୁ ଖେଳିବା ପାଇଁ ଫିଟ୍‌ ହୋଇଯିବେ। ଏହା ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସବୁଠୁ ବଡ଼ ଆଶ୍ୱସ୍ତି। ଦକ୍ଷିଣ ଆଫ୍ରିକୀୟ ପେସର କ୍ୟାପିଟାଲ୍ସର ତୃତୀୟ ମ୍ୟାଚ୍‌ରୁ ଉପଲବ୍ଧ ହେବେ ବୋଲି ଫ୍ରାଞ୍ଚାଇଜର ଜଣେ ଅଧିକାରୀ କହିଛନ୍ତି। ଅପ୍ରିଲ ୭ ତାରିଖରେ ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ହେବାକୁ ଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସକୁ ଭେଟିବ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଡିସି। ନର୍ଟଜେ ମୁମ୍ବାଇରେ ପହଞ୍ଚିବା ପରଠାରୁ ଦୁଇ ଦିନ ହେଲା କ୍ୱାରେଣ୍ଟିନରେ ଅଛନ୍ତି।

ନିକଟ ଅତୀତରେ ଦିଲ୍ଲୀ ପାଇଁ ସବୁଠୁ ସଫଳ ପ୍ରଦର୍ଶନ କରିଥିବା ପେସର ନର୍ଟଜେଙ୍କୁ ୬.୫ କୋଟି ଟଙ୍କାରେ ଫ୍ରାଞ୍ଚାଇଜ ରିଟେନ କରିଥିଲା। କିନ୍ତୁ ଆହତ ସମସ୍ୟା କାରଣରୁ ଗତ ବର୍ଷ ନଭେମ୍ବରରୁ ସେ କୌଣସି ପ୍ରତିଦ୍ୱନ୍ଦ୍ୱିତା ମୂଳକ ମ୍ୟାଚ୍‌ରେ ଖେଳି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ଦଫା ଦାବି ନେଇ ଜିଲାପାଳଙ୍କଠାରେ ଫେରାଦ ହେଲେ ଗ୍ରାମବାସୀ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସା ଗ୍ରାମବାସୀ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ନିକଟରେ ଦ୍ୱାରସ୍ଥ ହୋଇଛନ୍ତି। ଓଭର ହେଡ୍‌ ଟାଙ୍କି ମରାମତି ଓ…

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri