Posted inଖେଳ

ଦିଲ୍ଲୀରେ ଡିସି-କେକେଆର ମୁହାଁମୁହିଁ, ଡିସି ପାଇଁ କର ବା ମର ସ୍ଥିତି…

ନୂଆଦିଲ୍ଲୀ ,୨୦।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୨୮ତମ ମ୍ୟାଚ ଗୁରୁବାର ସନ୍ଧ୍ୟା ସାଢ଼େ ୭ଟାରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ମୁହାଁମୁହିଁ ହେବେ। ମ୍ୟାଚରେ ରହିବା ପାଇଁ ଡିସି ପାଇଁ କର ବା ମର ସ୍ଥିତି ରହିଛି। କ୍ରମାଗତ ପାଞ୍ଚଟି ପରାଜୟ ପରେ, ଡିସି ପାଇଁ ଯେ କୌଣସି ମୂଲ୍ୟରେ ଏହି ମ୍ୟାଚ ଜିତିବା ଆବଶ୍ୟକ । ଏହି କାରଣରୁ ଦିଲ୍ଲୀ ଦଳ ଏହି ମ୍ୟାଚରେ ନୂତନ ପରୀକ୍ଷଣ ଆଣିପାରେ, ଯେଉଁଥିରେ ପ୍ରୀତି ଖାଁ ଏବଂ ମିଚେଲ ମାର୍ଶଙ୍କ ପରି ଭେଟେରାନମାନେ ମଧ୍ୟ ଖେଳିିବାର ସମ୍ଭାବନା ରହିଛି।

ଦିଲ୍ଲୀ କ୍ୟାପିଟାଲ୍ସ ପ୍ଲେଇଙ୍ଗ ୧୧ରେ ପୃଥ୍ବୀ ଶ, ଡେଭିଡ ୱାର୍ଣ୍ଣର (ଅଧିନାୟକ), ମିଚେଲ ମାର୍ଶ, ୟଶ ଧୁଲ, ମନୀଷ ପାଣ୍ଡେ, ଅକ୍ଷର ପଟେଲ, ଅଭିଷେକ ପୋରେଲ (ଓ୍ବିକେଟ କିପର), ଲଲିତ ଯାଦବ, କୁଲଦୀପ ଯାଦବ, ଏନରିଚ ନର୍ଥଜେ, ମୁସ୍ତାଫିଜୁର ରହମାନ ପ୍ରମୁଖ ରହିଛନ୍ତି।

ସେହିପରି କୋଲକାତା ନାଇଟ ରାଇଡର୍ସ ପ୍ଲେଇଙ୍ଗ ୧୧ରେ ରହମାନୁଲ୍ଲା ଗୁରୁବାଜ(ଓ୍ବିକେଟ କିପର), ଜେସନ ରୟ, ଏନ ଜଗଦୀଶାନ, ଭେଙ୍କଟେଶ ଆୟର, ନୀତୀଶ ରାଣା(ଅଧିନାୟକ), ଆଣ୍ଡ୍ରେ ରସେଲ, ରିଙ୍କୁ ସିଂ, ଶାର୍ଦ୍ଦୁଲ ଠାକୁର, ସୁନୀଲ ନାରିନ, ଉମେଶ ଯାଦବ, ଲକି ଫର୍ଗୁସନ, ବରୁଣ ଚକ୍ରବର୍ତ୍ତୀ, ସୁୟାଶ ଶର୍ମା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri