Posted inଖେଳ

ଏମଆଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା ଡିସି…

ନୂଆଦିଲ୍ଲୀ,୧୧।୪ : ଆଇପିଏଲ ସିରିଜ ୧୬ର ୧୬ ତମ ମ୍ୟାଚ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଡିସି ଟିମ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା।

୧୯.୪ ଓଭରରେ ଡିସି ୧୦ ଓ୍ବିକେଟ ହରାଇ ୧୭୨ ରନ କରିଛି। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୧୭୩ ରନ ରହିଛି।

ଡିସି ପକ୍ଷରୁ ପୃଥ୍ବୀ ଶ ୧୫ ରନ କରିଥିବାବେଳେ ଡେଭିଡ ଓ୍ବାର୍ନର ୫୧ , ମନିଶ ପାଣ୍ଡେ ୨୬, ଅକ୍ଷର ପଟେଲ ୫୪ ରନ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇଅଙ୍କରେ ପହଞ୍ଚି ପାରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri