Categories: ଖେଳ

ଟସ ଜିତିଲା ଡିସି, ପ୍ରଥମେ ବ୍ୟାଟିଂ…

ଅହମଦାବାଦ,୨।୫ : ଆଇପିଏଲ ୨୦୨୩ର ୧୬ ତମ ସିଜିନର ୪୪ ତମ ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ମଧ୍ୟରେ ଖେଳାଯାଉଛି। ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଡିସି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତିି ନେଇଛି। ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ଜିଟି ଟିମ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଛି।

Share