ଟସ୍‌ ଜିତିଲା ଡିସି, ପ୍ରଥମେ ବୋଲିଂ…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଗୁଜୁରାଟ ଟାଇଟନ୍ସ(ଜିଟି) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଡିସିର ଅଧିନାୟକ ରିଷଭ ପନ୍ତ ଟସ ଜିତିଛନ୍ତି। ସେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଜିଟି ଅଧିନାୟକ ହାର୍ଦିକ ପାଣ୍ଡ୍ୟା ବ୍ୟାଟିଂ କରିବାକୁ ପଡ଼ିଆ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି।

ଗୁଜୁରାଟ ଟାଇଟାନ୍ସରେ ଶୁଭମାନ ଗିଲ, ମାଥ୍ୟୁ ୱେଡ (ଓ୍ବିକେଟ କିପର), ବିଜୟ ଶଙ୍କର, ଅଭିନାଭ ମନୋହର, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଡେଭିଡ ମିଲର, ରାହୁଲ ତେୱାଟିଆ, ରସିଦ ଖାନ, ଲକି ଫର୍ଗୁସନ, ଭରୁଣ ଆରୋନ, ମହମ୍ମଦ ଶାମି ଖେଳୁଛନ୍ତି।

ସେହିପରି ଦିଲ୍ଲୀ କ୍ୟାପିଟାଲ୍ସ୍‌ରେ ପ୍ରୀତି ଖାଁ, ଟିମ ସେଫର୍ଟ, କେ.ଏସ ଭରତ, ରିଷଭ ପନ୍ତ (ଓ୍ବିକେଟ କିପର ଏବଂ ଅଧିନାୟକ), ରୋଭମାନ ପାଓ, ଲେ, ଲଲିତ ଯାଦବ, ଆକ୍ସର ପଟେଲ, ଶାର୍ଦ୍ଦୁଲ ଠାକୁର, ଖାଲିଲ ଅହମ୍ମଦ, କୁଲଦୀପ ଯାଦବ, ମୁସ୍ତାଫିଜୁର ରହମାନ / ଲୁଙ୍ଗି ନିଗିଡି ପ୍ରମୁଖ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri