Posted inଖେଳ

୭ ୱିକେଟରେ ଜିତିଲା ଡିସି…

ନୂଆଦିଲ୍ଲୀ,୬।୫ : ଆଇପିଏଲ୍‌ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ବିପକ୍ଷରେ ୭ ୱିକେଟରେ ବିଜୟ ହାସଲ କରିଛି ।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଡିସି ୧୬.୪ ଓଭରରେ ୩  ୱିକେଟ ହରାଇ ୧୮୭ ରନ କରିଥିଲା ।

ଡିସି ପକ୍ଷରୁ ଡେଭିଡ ୱାର୍ନର  ୨୨ ରନ କରିଥିବାବେଳେ ଫିଲିପ ସଲ୍ଟ ୮୭  ରନ, ମିଚେଲ ମାର୍ଶ  ୨୬ ରନ, ରିଲେ ରୋସୟୁ ୩୫, ଅକ୍ଷର ପଟେଲ ୮ କରିଥିଲେ ।

ଟସ ଜିତି ଆରସିବି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ଅଧିନାୟକ ଫାଫ ଡୁପଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ଅଧିନାୟକ ଡେଭିଡ ୱାର୍ନର ଫାଫଙ୍କ ନେତୃତ୍ୱରେ ଡିସି ବୋଲିଂ ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ଆରସିବି ୪ ଓ୍ବିକେଟ ହରାଇ ୧୮୧ ରନ କରିଥିଲା। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୮୨ ରନ କରିଥିଲା।

ଆରସିବି ପକ୍ଷରୁ ବିରାଟ କୋହଲି ୫୫ ରନ କରିଥିବାବେଳେ ଫାଡୂ ପ୍ଲେସିସି ୪୫ ରନ, ମହିପାଲ ଲୋମର ୫୪ , ଦିନେଶ କାର୍ତ୍ତିକ ୧୧ , ଅନୁଜ ରାଓ୍ବତ ୮ ରନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri