Posted inଖେଳ

ଟସ ଜିତିଲା ଡିସି, ପ୍ରଥମେ ବୋଲିଂ…

ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।

ଟିମ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଆରସିବି ଟିମ ଅଧିନାୟକ ଫାଫ ଡୁପଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri