Categories: ଖେଳ

ଟସ ଜିତିଲା ଡିସି, ପ୍ରଥମେ ବୋଲିଂ…

ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।

ଟିମ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଆରସିବି ଟିମ ଅଧିନାୟକ ଫାଫ ଡୁପଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

 

Share