Posted inଖେଳ

ଟସ ଜିତିଲା ଡିସି : ପ୍ରଥମେ ବୋଲିଂ…

ଗୁଆହାଟୀ,୮।୪ : ଆଇପିଏଲ ସିରିଜ ୧୬ର ୧୧ ତମ ମ୍ୟାଚ ଶନିବାର ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ମଧ୍ୟରେ ଗୁଆହାଟୀର ବର୍ସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଡିସି ଟସଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ଡେଭିଡ ୱାର୍ନରଙ୍କ ନେତୃତ୍ୱରେ ଡିସି ବୋଲିଂ ପାଇଁ ପଡ଼ିଆକୁ ଓହ୍ଲାଇଛି। ଅପରପକ୍ଷରେ ଆରଆର ଟିମ୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri