Posted inଖେଳ

ଟସ୍‌ ଜିତିଲା ଦିଲ୍ଲୀ

ମୁମ୍ବାଇ,୨୦।୪: ଆଇପିଏଲ ୨୦୨୨ର ୩୨ତମ ମ୍ୟାଚରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସିି) ପଞ୍ଜାବ କିଙ୍ଗସ (ପିବିକେଏସ)କୁ ଭେଟୁଛି। ଦିଲ୍ଲୀ କ୍ୟାପିଟାଲ୍ସ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। କରୋନା ସଂକ୍ରମିତ ମିସେଲ ମାର୍ଶଙ୍କ ସ୍ଥାନରେ ସରଫରାଜ ଖାନଙ୍କୁ ଦିଲ୍ଲୀ ଦଳରେ ସାମିଲ କରାଯାଇଛି। ଅନ୍ୟପକ୍ଷରେ ପଞ୍ଜାବ କିଙ୍ଗ୍ସ ଦୁଇଟି ପରିବର୍ତ୍ତନ କରିଛି। ପ୍ରଭାଶିମରନ୍‌ ସିଂ ଏବଂ ଓଡିଅନ ସ୍ମିଥ ବାଦ୍‌ ଦିଆଯାଇଥିଲା। ପଞ୍ଜାବ ଅଧିନାୟକ ମୟଙ୍କ ଅଗ୍ରୱାଲ ଫେରି ଆସିଛନ୍ତି। ନାଥନ ଏଲିସଙ୍କ ଚଳିତ ସିଜିନ୍‌ରେ ପ୍ରଥମ ଥର ପାଇଁ ଏକ ସୁଯୋଗ ଦିଆଯାଇଛି।
ମ୍ୟାଚ୍‌ ପୂର୍ବରୁ ଦିଲ୍ଲୀ କ୍ୟାପଟାଲ୍ସ ଦଳର ମାର୍ଶ କରୋନା ଆକ୍ରାନ୍ତ ହେବାପରେ ଆଜିର ମ୍ୟାଚ୍‌ ହେବା ନେଇ ସସ୍‌ପେନ୍ସ ଥିଲା। ଟସ ସମୟରେ ଦିଲ୍ଲୀ ଅଧିନାୟକ ପନ୍ତ କହିଛନ୍ତି, ଦୁର୍ଭାଗ୍ୟଜନକ ଘଟଣା ଆମ ସହ ଘଟିଛି, କିନ୍ତୁ ଆମର ଧ୍ୟାନ ତାହା ଉପରେ ନୁହେଁ,ଆଜିର ମ୍ୟାଚ୍‌ ଉପରେ ଅଛି। ଆମେ ଖେଳିବାକୁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri