ଲଭ୍‌-ଜିହାଦକୁ ନେଇ ଡିସିପି ଦେଲେ ବଡ଼ ସୂଚନା: କହିଲେ ଦରକାର ହେଲେ…

ଭୁବନେଶ୍ୱର,୯ା୧୧: ଲଭ୍‌-ଜିହାଦ ଅଭିଯୋଗ ଘଟଣାରେ ଡିସିପି ପିନାକ ମିଶ୍ର ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତ ମହମ୍ମଦ ସମୀର ମନସୁରଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ମନସୁର ବିହାର ଇଷ୍ଟ ଚମ୍ପାରନ ଅଞ୍ଚଳର ହୋଇଥିବାବେଳେ ସେ କଶ୍ମୀରରେ ଇଲେକ୍ଟ୍ରି ମେକାନିକ୍‌ ଭାବେ କାମ କରୁଥିଲେ।

ଓଡ଼ିଶାର ଜଗତସିଂହପୁର ଜିଲା ରାହାମା ଅଞ୍ଚଳର ଜଣେ ଯୁବକୀଙ୍କ ସହ ଅନଲାଇନ୍‌ ଗେମ୍‌ରୁ ତାଙ୍କର ପରିଚୟ ହୋଇଥିଲା। ପରେ ସେମାନେ ପ୍ରେମ ସମ୍ପର୍କରେ ଆସିଥିଲେ। ମନସୁର ତାଙ୍କର ପ୍ରକୃତ ପରିଚୟ ଆରମ୍ଭରୁ ଲୁଚାଇ ରଖିଥିଲେ। ପରିଚୟ ଜାଣିବା ପରେ ଯୁବତୀ ଜଣଙ୍କ ଦୂରେଇବାକୁ ଚେଷ୍ଟା କରିଥିଲେ। ଏହା ପରେ ମନସୁର ଯୁବତୀଙ୍କ ଆପତ୍ତିଜନକ ଫଟୋ ପଠାଇ ବ୍ଲାକମେଲ କରିଥିଲେ।

ମନସୁର ଓଡ଼ିଶା ଆସିଥିଲାବେଳେ ଏତଲା ଅନୁସାରେ ଗିରଫ କରାଯାଇଥିବା ଡିସିପି କହିଛନ୍ତି। ସେ କହିଛନ୍ତି, ଦରକାର ପଡ଼ିଲେ ମନସୁରଙ୍କୁ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରିବୁ। ଏହି ଘଟଣାରେ ସବୁଠୁ ବଡ଼ ପ୍ରମାଣ ହେଲା ଇଲେକ୍ଟ୍ରୋନିକ ଡିଭାଇସ୍‌। ଆମେ ଦୁଇଟି ମୋବାଇଲକୁ ଜବତ କରି ତଦନ୍ତ କରିଛୁ। ଏହି ଘଟଣାରେ ଅନ୍ୟ କାହାର ଲିଙ୍କ୍‌ ଅଛି କି ନାହିଁ ତାହା ପରେ ଜଣାପଡ଼ିବ ବୋଲି ଡିସିପି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri