ଜନତାଙ୍କୁ ମାସ୍କ ପିନ୍ଧିବାକୁ ଅପିଲ କଲା ଡିଡିଏମଏ, ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଲାଗିବନି ଜରିମାନା

ନୂଆଦିଲ୍ଲୀ,୨ ।୪: ଏବେ ରାଜଧାନୀ ଦିଲ୍ଲୀରେ ମାସ୍କ ନ ପିନ୍ଧିଲେ ଆଉ ଜରିମାନା ଦେବାକୁ ପଡିବ ନାହିଁ । କରୋନା ସଂକ୍ରମଣ କମ୍ ହେବା ଓ ଟିକାକରଣ ଲକ୍ଷ୍ୟର ନିକଟତର ହୋଇଥିବାରୁ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମଏ) ଏହି ନିଷ୍ପତ୍ତି ନେଇଛି । ଏହି ନିୟମ ଏପ୍ରିଲ ୨ରୁ ଲାଗୁ କରାଯିବ । ଏ ସମ୍ପର୍କରେ ଦିଲ୍ଲୀ ସରକାରଙ୍କର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି । ତେବେ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଡିଡିଏମଏ ସମସ୍ତ ଜନସାଧାରଣଙ୍କୁ ପରାମର୍ଶ ଦେଇଛି । ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହାର ତୁରନ୍ତ ପ୍ରଭାବ ସହ ମାସ୍କ ନ ପିନ୍ଧିଥିଲେ କୌଣସି ଜରିମନା ବା ଦଣ୍ଡବିଧାନ କରାଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଜେଲ୍‌ ଯିବେ କେଜ୍‌ରିୱାଲ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଦୁର୍ନୀତିଗ୍ରସ୍ତଙ୍କର ଜଣେ ବଡ଼ ନେତା। ଖୁବ ଶୀଘ୍ର ଜେଲ ଯିବେ। ଭଗବାନ ଶ୍ରୀରାମ ସର୍ବଦା ନ୍ୟାୟ କରନ୍ତି ବୋଲି...

କନୌଜ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦି, ରାହୁଲ

କନୌଜ,୧୧।୧: ଉତ୍ତରପ୍ରଦେଶ କନୌଜ ଜିଲାରେ ଶୁକ୍ରବାର ରାତିରେ ଏକ ଘରୋଇ ଡବଲ ଡେକର ବସ୍‌ ସହ ଟ୍ରକ୍‌ ମୁହାଁମୁହିଁ ଦୁର୍ଘଟଣାରୁ ୨ଟି ଗାଡିରେ ନିଆଁ ଲାଗିଯାଇଥିଲା।...

ନନ୍ଦିଗ୍ରାମରେ ଯାହା ଘଟିଲା ତାହା ଭୁଲି ଯାଆନ୍ତୁ: ମମତା ବାନାର୍ଜୀ

କୋଲକାତା,୨।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ପୁଣି ଥରେ କ୍ଷମତା ବଜାୟ ରଖିବାରେ ସଫଳ ହୋଇଛନ୍ତି। କିନ୍ତୁ ନନ୍ଦିଗ୍ରାମରୁ ନିଜେ ହାରିଯାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ ଭାଜପାର ଶୁଭେନ୍ଦୁ...

ମୁମ୍ବାଇରେ ପାଟଣା ଏସ୍‌ପିଙ୍କୁ କ୍ୱାରାଣ୍ଟାଇନ: ସଞ୍ଜୟ କହିଲେ ପାଗଳ ହୋଇଯାଇଛି ବିଏମ୍‌ସି

ମୁମ୍ବାଇ,୩।୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ଏବେ ଏହି ଘଟଣାକୁ ନେଇ ବିହାର ପୋଲିସ ଏବଂ ମୁମ୍ବାଇ ପୋଲିସ...

ପୋଲିସ ହେବ ତ ଏମିତି

ଜୟପୁର: ରାଜସ୍ଥାନ ପୋଲିସର ସହାୟକ ପୋଲିସ ନିରୀକ୍ଷକ(ଏଏସ୍‌ଆଇ)ପଦମ୍‌ ସିଂଙ୍କ କାର୍ଯ୍ୟ ନିଶ୍ଚୟ ପ୍ରେରଣାଦାୟକ। ସେ ୩୦୦ରୁ ଊର୍ଦ୍ଧ୍ୱ ଝିଅଙ୍କୁ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା ଅନେକ...

କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨ ପ୍ରତିଶତ ଟପିଲା

ନୂଆଦିଲ୍ଲୀ, ୨୭।୯: ଭାରତରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶରେ କରୋନା...

ପ୍ରେମିକ ସହ ସ୍ତ୍ରୀଙ୍କୁ ବାହା କଲେ ସ୍ବାମୀ

ପାଟନା: ପ୍ରେମ ଅନ୍ଧ। କିନ୍ତୁ ବିବାହିତ ହୋଇ ଅନ୍ୟ ଜଣଙ୍କ ସହ ପ୍ରେମ ସମ୍ପର୍କରେ ରହିବା ପାପ। ଅନୈତିକ ସମ୍ପର୍କକୁ ନେଇ ଅନେକ ସ୍ଥାନରେ ଝଗଡ଼ା...

ଦିଲ୍ଲୀର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଟକ

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଦିଲ୍ଲୀର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅନିଲ ଚୌଧୁରୀଙ୍କୁ ରବିବାର ପୋଲିସ ଅଟକ ରଖିଛି। ପୋଲିସର ସୂଚନା ଅନୁଯାୟୀ, ଅନିଲ ଦିଲ୍ଲୀରୁ ଶ୍ରମିକଙ୍କୁ ନିଜ...

Advertisement
Archives

Model This Week