Posted inଖେଳ

କର ବା ମର ମ୍ୟାଚ୍‌ରେ ପ୍ରଥମେ ବୋଲିଂ କରିବ ମୁମ୍ବାଇ

ଶାରଜା,୫।୧୦: ନିଶ୍ଚିତ ବିଜୟ ଦରକାର କରୁଥିବା ମୁମ୍ବାଇ ଇଣ୍ଡିଆନ୍ସ ଦଳର ଅଧିନାୟକ ରୋହିତ ଶର୍ମା ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ ଲାଗି ମୁମ୍ବାଇ ଦୁଇଟି ପରିବର୍ତ୍ତନ ସହ ଓହ୍ଲାଇଛି। ଉଇକେଟକିପର କୁଇଣ୍ଟନ ଡି’କକ୍‌ ଓ କ୍ରୁନାଲ ପାଣ୍ଡ୍ୟାଙ୍କୁ ବାଦ୍‌ ଦିଆଯାଇଛି। ଦୁଇ ଖେଳାଳିଙ୍କ ସ୍ଥାନରେ ଇଶାନ କିଷନ ଓ ଜେମ୍ସ ନିଶାମ ଦଳକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri