ଡି ଭିଲର୍ସଙ୍କ ବିସ୍ଫୋରକ ବ୍ୟାଟିଂ; କୋଲକାତା ସାମ୍ନାରେ ୧୯୫ ରନ୍‌ ଟାର୍ଗେଟ୍‌ ରଖିଲି ଆର୍‌ସିବି

ଶାରଜା, ୧୨।୧୦: ଚଳିତ ଆଇପିଏଲ୍‌ର ୨୮ତମ ମୁକାବିଲାରେ କୋଲକାତା ନାଇଟ୍‌ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଆର୍‌ସିବି ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୧୯୪ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ଏବି ଡି ଭିଲର୍ସ ମାତ୍ର ୩୩ ବଲରୁ ୭୩ ରନର ଅପରାଜିତ ବିସ୍ଫୋରକ ଇନିଂସ ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପନର୍‌ ଆରୋନ୍‌ ଫିଞ୍ଚ ୪୭, ଦେବଦତ୍ତ ପଡ଼ିକ୍କଲ ୩୨ ଓ ଅଧିନାୟକ ବିରାଟ କୋହଲି ୩୩* ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri