ଡି ଭିଲର୍ସ, ପାଡିକ୍କଲଙ୍କ ଅର୍ଦ୍ଧଶତକ; ହାଇଦ୍ରାବାଦ ସାମ୍ନାରେ ୧୬୪ ରନ୍‌ ଟାର୍ଗେଟ୍‌ ରଖିଲା ବାଙ୍ଗାଲୋର

ଦୁବାଇ, ୨୧।୯: ଆଇପିଏଲ୍‌-୧୩ତମ ସିଜନର ୩ୟ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ ବାଙ୍ଗାଲୋର ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୬୩ ରନ୍‌ ସଂଗ୍ରହ କରିଛି। ବାଙ୍ଗାଲୋର ପକ୍ଷରୁ ଓପନର୍‌ ଦେବୀଦତ୍ତ ପାଡିକ୍କଲ (୫୬ ରନ) ଓ ଏବି ଡି ଭିଲର୍ସ (୫୧) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଡି ଭିଲର୍ସ ମାତ୍ର ୩୦ ବଲରୁ ୪ ଚୌକା ଓ ୨ ଛକା ସହାୟତାରେ ୫୧ ରନ କରିଥିଲେ। ଆରୋନ ଫିଞ୍ଚ୍‌ ୨୯ ରନ୍‌ କରିଥିବାବେଳେ ଅଧିନାୟକ କୋହଲି (୧୪) ଓ ଶିଭମ ଦୁବେ (୭) ନିରାଶ କରିଥିଲେ। ପ୍ରତିପକ୍ଷ ହାଇଦ୍ରାବାଦ ପକ୍ଷରୁ ଟି. ନଟରାଜନ, ବିଜୟ ଶଙ୍କର ଓ ଅଭିଷେକ ଶର୍ମା ଗୋଟିଏ ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri