ଧୋନୀଙ୍କୁ ପଛରେ ପକାଇବେ ଡି ଭିଲର୍ସ

ଦୁବାଇ, ୨୪।୯: ଆଇପିଏଲ୍‌-୧୩ତମ ସଂସ୍କରଣର ୬ଷ୍ଠ ମ୍ୟାଚ୍‌ରେ ଗୁରୁବାର କିଙ୍ଗ୍ସ ଇଲେଭେନ ପଞ୍ଜାବର ମୁକାବିଲା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସହ ହେବ। ସ୍ଥାନୀୟ ଦୁବାଇ ଇଣ୍ଟର ନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଯଦି ବାଙ୍ଗାଲୋରର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ଆଉ ୧୬ ରନ୍‌ ସଂଗ୍ରହ କରନ୍ତି ତେବେ ମହେନ୍ଦ୍ର ସିଂ ଧୋନୀଙ୍କୁ ପଛରେ ପକାଇବେ। ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ତାଲିକାରେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ଅଧିନାୟକ ଧୋନୀ (୪,୪୬୧ ରନ) ବର୍ତ୍ତମାନ ୭ମ ତାଲିକାରେ ରହିଛନ୍ତି। ଏହି ତାଲିକାରେ ୮ମ ସ୍ଥାନରେ ଥିବା ଡି ଭିଲର୍ସ ଆଉ ୧୬ ରନ୍‌ ସଂଗ୍ରହ କରିପାରିଲେ ଧୋନୀଙ୍କୁ ପଛରେ ପକାଇ ୭ମ ସ୍ଥାନକୁ ଉଠିବାର ସୁଯୋଗ ରହିଛି। ଡି ଭିଲର୍ସ ଆଇପିଏଲ୍‌ରେ ୧୫୫ ମ୍ୟାଚ୍‌ ଖେଳି ୪,୪୪୬ ରନ ସଂଗ୍ରହ କରିଛନ୍ତି। କେବଳ ପଞ୍ଜାବ ବିପକ୍ଷରେ ଡି ଭିଲର୍ସ ଆଜି ପର୍ଯ୍ୟନ୍ତ ୬୮୦ ରନ୍‌ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri