ପୋଖରୀରେ ଭାସୁଛି ମୃତଦେହ

ଝାରସୁଗୁଡ଼ା ଅଫିସ,୫ା୮: ଝାରସୁଗୁଡ଼ା ଜିଲା ସଦର ଥାନା ଅନ୍ତର୍ଗତ ହଂସାମୁରା ପଞ୍ଚାୟତର ବେହେରାପାଟ ଗ୍ରାମର ମୁଣ୍ଡାପଡ଼ା ପୋଖରୀରେ ଏକ ଅଜଣା ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଶୁକ୍ରବାର ସକାଳୁ ଗାଁଲୋକେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବାବେଳେ ଏକ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ପୋଲିସକୁ ସୂଚନା ଦେଇଛନ୍ତି। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଅଜଣା। ମୃତଦେହର ପରିଚୟ ଅଦ୍ୟାବଧି ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ଦାବିରେ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ହିଞ୍ଜିଳିକାଟୁ,୨୫।୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।...

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ...

ପଥର ଖୋଦେଇର ଗାଁ

ବାରିପଦା ଅଫିସ,୨୬।୧୧- ରାତି ପାହିଲେ ନିହାଣ ଶବ୍ଦରେ ଗୁଞ୍ଜରିତ ହୋଇଉଠେ ଆଖପାଖ ଅଞ୍ଚଳ। ମୁଗୁନିପଥରକୁ ଖୋଦେଇ କରି ଜୀବନ୍ତ କରିଥାନ୍ତି କାରିଗରମାନେ। ମୟୂରଭଞ୍ଜ ଜିଲା ଶୁକୃଳି...

ଝିଅ ବାହାଘର ପାଇଁ ଟଙ୍କା ଉଠାଇ ଫେରୁଥିଲେ ବାପା: ଝାମ୍ପି ନେଇଥିବା ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଯାଜପୁର ଅଫିସ,୧୭।୨: ଯାଜପୁର ଜିଲା ଧର୍ମଶାଳା ପୋଲିସ ୨ ଲୁଟେରାଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ନଗଦ ୪ ଲକ୍ଷ ୨୦ ହଜାର ଟଙ୍କା ଜବତ...

ପୁଣି ଦବିଲା ଆନନ୍ଦପୁର ବୈତରଣୀ ସେତୁ

ଆନନ୍ଦପୁର,୩୦। ୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ଗୋଟିଏ ପିଲର ଯୋଡେଇ ସ୍ଥାନ ପୁନର୍ବାର ଦବିଯିବା ପରିଲକ୍ଷିତ ହୋଇଛି। ପିଲର ଉପରେ ଥିବା...

ବରଗଡ଼ ସହର ବନ୍ଦ: ସରକାରୀ, ବେସରକାରୀ ଅଫିସ ଅଚଳ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ମଙ୍ଗଳବାର ବନ୍ଦ...

ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ

ବାରଙ୍ଗ ଅଫିସ,୧୮।୩ : ନନ୍ଦନକାନନରେ ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ। ଆଜି ଭୋର ସମୟରେ ବିଜଲୀ ଏକ ଶାବକ ଜନ୍ମ ଦେଇଛି...

କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍‌ ଟର୍ମିନାଲ:  ସିଟି ବସ୍‌ଷ୍ଟାଣ୍ଡରୁ ୩ ରୁଟ୍‌ରେ ଚାଲିଲା ୧୦ ସିଟିବସ

ବ୍ରହ୍ମପୁର ଅଫିସ,୩ା୧୦-ଦୀର୍ଘ ୩ ବର୍ଷ ପରେ କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍‌ ଟର୍ମିନାଲ ା ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଅନ୍ୟ ଜିଲାକୁ ଯାତାୟାତ କରୁଥିବା ସମସ୍ତ...

Advertisement
Archives

Model This Week