ବନ୍ଧରେ ଭାସୁଛି ମୃତଦେହ

ବାଲିଗୁଡା,୪।୯: ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପେନୁ ବନ୍ଧରେ ଗୋଟିଏ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା। ଏହାକୁ ଗ୍ରାମବାସୀ ଦେଖି ପୋଲିସରେ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ମୃତଦେହକୁ ବନ୍ଧରୁ କାଡିଥିଲେ ଓ ବ୍ୟବଚ୍ଛେଦ ନିମନ୍ତେ ବାଲିଗୁଡା ଉପଖଣ୍ଡ ଚିକିସତ୍ାଳୟକୁ ପଠାଇଥିଲେ। ମୃତକ ଜଣଙ୍କ ଗଦରପଡି ସାହିର ସୁଆର ମଳିକ ବୋଲି ଜଣାପଡିଛି। ତାଙ୍କର କିଭଳି ମୃତ୍ୟୁ ଘଟିଲା ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri