ପୋଖରୀରୁ ମିଳିଲା ୩ ନବଜାତକଙ୍କ ମୃତଦେହ

ଢେଙ୍କାନାଳ ଅଫିସ,୧୬ା୯: ଢେଙ୍କାନାଳ ଜିଲା ଓ ଡାପଢ଼ା ବ୍ଲକ ସଦର ଥାନା ଇନ୍ଦିପୁର କଟା ପୋଖରୀରେ ୩ ନବଜାତ ଶିଶୁଙ୍କ ମୃତଦେହ ଠାବ କରାଯାଇଛି। ୩ ନବଜାତକ କନ୍ୟା ସନ୍ତାନ ବୋଲି ସନ୍ଦେହ କରାଯାଉଛି। ଏକକାଳୀନ ୩ ନବଜାତକଙ୍କ ମୃତଦେହ ଦେଖି ଗ୍ରାମବାସୀ ଚିନ୍ତାରେ ପଡ଼ିଯାଇଛନ୍ତି। ସଦର ଥାନା ପୋଲିସ ଖବର ପାଇ ଘଟଣାର ଦଦନ୍ତ କରୁଛି। ଏଭଳି ଘଟଣା ଜିଲାରେ ପ୍ରଥମ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରିବ ଯୁକ୍ତ ୩ ନାମଲେଖା ଆବେଦନ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଗୁରୁବାର ଶେଷ ହେବ। ରାତି ୧୧ଟା ୪୫ ଭିତରେ ଛାତ୍ରୀଛାତ୍ର ଆବେଦନ କରିପାରିବେ।...

ରଥଯାତ୍ରା ପ୍ରସଙ୍ଗ: ପୁନର୍ବିଚାର ପରେ ଆଇନଗତ ପଦକ୍ଷେପ ନେବେ ସରକାର

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନ କରିବା ପାଇଁ ସୁପ୍ରିମକୋର୍ଟ ଜୁନ୍‌ ୧୮ ତାରିଖରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାକୁ...

ଝିଅ ଉପରେ ଚଢ଼ିଗଲା ବାପାଙ୍କ ଅଟୋ

ଛେଣ୍ଡିପଦା,୧୪ା୧୦(ସ୍ବ.ପ୍ର.): ବାପା ଚଳାଉଥିଲେ ଡାଲା ଅଟୋ। ପାଖରେ ବସିଥିଲେ ୮ ବର୍ଷର ଝିଅ। ହେଲେ ହମ୍ପ୍‌ସ୍‌ ନିକଟରେ ବାପା ବ୍ରେକ୍‌ ମାରିବାରୁ ଗାଡ଼ିରୁ ରାସ୍ତା ଉପରକୁ...

ପଣ୍ଡିଗାଁ ଗ୍ରାମପଞ୍ଚାୟତରେ ଚାଚାରୋପଣ

କଲମପୁର,୧୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ପଣ୍ଡିଗାଁ ଗ୍ରାମପଞ୍ଚାୟତ ପରିସରରେ ସୋମବାର ସବୁଜ ବନାନୀ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ବନାଜାବାସିନୀ...

ସମୁଦ୍ରରେ ଆଉ ନାହାନ୍ତି ମତ୍ସ୍ୟଜୀବୀ, ଅସୁରକ୍ଷିତ ସ୍ଥାନ ଚି଼ହ୍ନଟ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ସମୁଦ୍ର ଅଶାନ୍ତ ହେଉଛି। ଏ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ସମୁଦ୍ରରେ କେହି ମତ୍ସ୍ୟଜୀବୀ ନ ଥିବା ଗଞ୍ଜାମ...

ଶ୍ରୀକ୍ଷେତ୍ରରେ ‘ଜଗା ପାଇଁ ଗଛଟିଏ ଲଗା’

ପୁରୀ ଅଫିସ,୯ା୭:ଆଗକୁ କେବଳ ରଥ ନୁହେଁ, ଠାକୁରଙ୍କ ନିର୍ମାଣ ପାଇଁ ବି କାଠ ଅଭାବ ସମସ୍ୟା ଉପୁଜି ପାରେ। ଏଣୁ ଆସନ୍ତୁ ଠାକୁରଙ୍କ ପାଇଁ ଗଛଟିଏ...

ଭୁବନେଶ୍ୱରରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହାକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଶୁକ୍ରବାରଠାରୁ ବୁଷ୍ଟର ଡୋଜ୍‌...

ଅତିଷ୍ଠ କରୁଛି ଅଘୋଷିତ ବିଦ୍ୟୁତ୍‌ କାଟ୍‌

କାଳିଆପାଣି,୬ା୫(ଡି.ଏନ.ଏ.): ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟବସ୍ତ ହୋଇପଡୁଛି। ତେଣୁ ଏହି ସମୟରେ ବିଦ୍ୟୁତ୍‌ କାଟ ବନ୍ଦ କରିବାକୁ ସରକାର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର...

Advertisement
Archives

Model This Week