Posted inଜାତୀୟ

ନଦୀପଠାରୁ ମିଳିଲା ପରିବାରର ୭ ଜଣଙ୍କ ମୃତଦେହ

ପୁଣେ, ୨୫ା୧: ମହାରାଷ୍ଟ୍ର ପୁଣେର ପରଗାଓ ବ୍ରିଜ୍‌ ନିକଟରୁ ଗୋଟିଏ ପରିବାରର ୭ ଜଣଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ମଧ୍ୟରେ ଏକ ବୟସ୍କ ଦମ୍ପତି ଥିବାବେଳେ ସେମାନଙ୍କ ଝିଅ, ଜ୍ୱାଇଁ ଓ ୩ ପିଲାଙ୍କ ମୃତଦେହ ମିଳିଛି। ଭୀମାନଦୀ ପଠାରୁ ସୋମବାର ୩ ଜଣଙ୍କର ଓ ମଙ୍ଗଳବାର ଆଉ ୪ ଜଣଙ୍କ ମୃତଦେହ ମିଳିଥିବା ସ୍ଥାନୀୟ ପୋଲିସ କହିଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନାହିଁ। ପୋଲିସର ସ୍ବତନ୍ତ୍ର ଟିମ୍‌ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଙ୍ଗୀରପୁରୀ ହିଂସା ମାମଲା: ୮ ଅଭିଯୁକ୍ତଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୮।୫: ଦିଲ୍ଲୀର ରୋହିଣୀ କୋର୍ଟ ରବିବାର ଜାହାଙ୍ଗୀରପୁରୀ ହିଂସା ମାମଲାର ଶୁଣାଣି କରି ୮ ଜଣଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଅଭିଯୁକ୍ତମାନଙ୍କୁ ଜାମିନରେ ମୁକ୍ତ...

ହିମାଚଳ ପ୍ରଦେଶରେ ଭୂସ୍ଖଳନ

ଶିମଲା,୨୫।୬: ହିମାଚଳ ପ୍ରଦେଶ କିନୌର ଜିଲାର କଶଙ୍ଗ ନାଳ ନିକଟରେ ଭୂସ୍ଖଳନ ଯୋଗୁ ପାହାଡ଼ର ଏକ ଅଂଶ ଧସି ଯାଇଥିଲା। ଫଳରେ ନ୍ୟାସନାଲ ହାଇଓ୍ବେ-୫ରେ ରାସ୍ତା...

କୋର୍ଟରେ ପଶିଲା ଚିତାବାଘ

ଗାଜିଆବାଦ,୮।୨: ଗାଜିଆବାଦ କୋର୍ଟରେ ହଠାତ୍‌ ଏକ ଚିତାବାଘ ପଶିଯାଇଛି। ଚିତାବାଘ କୋର୍ଟ ଭିତରେ ଉପସ୍ଥିତ ଥିବା ଅନେକ ଲୋକଙ୍କୁ ସାଂଘାତିକ ଆକ୍ରମଣ କରି ଆହତ କରିଥିଲା।...

କଂଗ୍ରେସର ନିଦ ଭାଙ୍ଗୁନାହିଁ: ମୋଦି

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନରେ ବିରୋଧୀଙ୍କ ହଙ୍ଗାମା ଜାରି ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭାଜପା ସଂସଦୀୟ ଦଳର ଏକ...

ଉନ୍ନାଓ ମାମଲା: ୧୨ଟା ସୁଦ୍ଧା ସୁପ୍ରିମକୋର୍ଟରେ ହାଜର ହେବାକୁ ସିବିଆଇ ଅଧିକାରୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ହେଲେ ଦିନ ୧୨ଟା ସୁଦ୍ଧା ଏହି ଘଟଣା ସହ ଜଡିତ...

୨୦୨୧ରେ ଡାଇବେଟିସ୍‌ ନେଇଛି ୬୭ ଲକ୍ଷ ଜୀବନ…

ବ୍ରସେଲ୍ସ୍‌,୧୪।୧୧: ପୃଥିବୀର ବିଭିନ୍ନ ଦେଶ କରୋନା ମହାମାରୀ ସହ ଲଢୁୁଥିବାବେଳେ ଏକବିଂଶ ଶତାବ୍ଦୀରେ ଡାଇବେଟିସ୍‌ ସବୁଠାରୁ ଭୟଙ୍କର ସ୍ବାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହାର...

ଅଭିଷେକଙ୍କ ଘରେ ସିବିଆଇ

କୋଲକାତା,୨୧।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ତୃଣମୂଳ କଂଗ୍ରେସ ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ଘରେ ସିବିଆଇ ଟିମ୍‌ ପହଞ୍ଚିଛନ୍ତି। କୋଇଲା ଚୋରାଚାଲାଣ ଘଟଣାର...

କ୍ଷେପଣାସ୍ତ୍ରର ବେଗ ବଢ଼ିିବ: ଡିଆର୍‌ଡିଓ ପକ୍ଷରୁ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୭।୯: ଆଗାମୀ ଦିନରେ ଭାରତ ପାଖରେ ଦ୍ରୁତବେଗରେ ଗତି କରିପାରୁଥିବା କ୍ଷେପଣାସ୍ତ୍ର ରହିବ। ଡିଆର୍‌ଡିଓ ପକ୍ଷରୁ ସଫଳତାର ସହିତ ଏହାର ପରୀକ୍ଷଣ ସୋମବାର କରାଯାଇଛି।...

Advertisement
Archives

Model This Week