ଦୁବାଇରୁ ଆସିଲା ଶ୍ରମିକଙ୍କ ମୃତଦେହ

ଛତ୍ରପୁର,୨୯ା୧(ଡି.ଏନ.ଏ.): ଦୁବାଇରୁ ଶ୍ରମିକଙ୍କ ମୃତଦେହ ରବିବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ପଞ୍ଚାୟତ ଅଧୀନ ପାଇତାରି ଗାଁରେ ଆସି ପହଞ୍ଚିଛି। ସେ ହେଲେ ସନ୍ତୋଷ ବେହେରା(୪୧)। ଗତ ୧୮ତାରିଖରେ ଦୁବାଇରେ ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ନେଇ ୨୧ ତାରିଖରେ ଫୋନ୍‌ ଯୋଗେ ତାଙ୍କ ଭାଇ ନିରଞ୍ଜନଙ୍କୁ ଖବର ଆସିଥିଲା।

ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ପ୍ରଦାନ କରିବାକୁ ଅର୍ଜୁନ ବେହେରା ଦାବି କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ୨୦୧୯ରୁ ପରିବାର ପ୍ରତିପୋଷଣ ଲାଗି ସନ୍ତୋଷ ଦୁବାଇକୁ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। ସ୍ଥାନୀୟ ପଡ଼ିଆରେ ଶବର ସତ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରଟରେ ଅଟକିଛନ୍ତି ଶତାଧିକ ଓଡ଼ିଆ

ଆଠମଲ୍ଲିକ/ଛେଣ୍ଡିପଦା,  ୨୯।୩(ଡି.ଏନ.ଏ.) – ଲକ୍‌ଡାଉନ ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ଓ ଛେଣ୍ତିପଦା ବ୍ଲକର ଶତାଧିକ ଦାଦନ ସୁରଟରେ ଫସି ରହିଛନ୍ତି। ଟଙ୍କା ଅଭାବରୁ ସେମାନେ...

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଫୁଲବାଣୀ ଅଫିସ/ଖଜୁରିପଡା, ୧୬ା୯- କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ରବିବାର ଅଭିଯୋଗ ହୋଇଛି। ପୋଲିସ...

ହିଞ୍ଜିଳି ଥାନା ଅଞ୍ଚଳରୁ ଘନ ଘନ ଚୋରି

ହିଞ୍ଜିଳିକାଟୁ,୩୧।୫(ଡି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରୁ ଗତ ୨ଦିନରେ ଏକାଧିକ ଚୋରି ଅଭିଯୋଗ ହୋଇଛି। ଗୁରୁବାର ରାତିରେ ରାମଚନ୍ଦ୍ରପୁର ଗ୍ରାମର ହେମନ୍ତ ସେଠିଙ୍କ...

ମରୁଡ଼ି ଘୋଷଣା ଦାବି

ଛତ୍ରପୁର,୧୬। ୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୭୮ ପ୍ରତିଶତ ଜମିରେ ତଳି ନଷ୍ଟ ହୋଇଯାଇଥିବାରୁ ପ୍ରଶାସନ ତୁରନ୍ତ ମରୁଡ଼ି ଘୋଷଣା କରିବା ସହ ଫସଲ ବୀମା ଋଣ...

ବ୍ରହ୍ମଗିରିରେ ଫୁଟିଲା ୩୦ରୁ ଅଧିକ ବୋମା

ପୁରୀ ଅଫିସ,୧୯ା୩: ହୋଲି ଖେଳରୁ ଗାଁରେ ଫୁଟିଛି ୩୦ରୁ ଅଧିକ ବୋମା। ଆଜି ଏମିତି ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲା ବ୍ରହ୍ମଗିରି ଥାନା ଅଞ୍ଚଳରେ।...

ଗଞ୍ଜାମ ଜିଲାପାଳଙ୍କ ନୂଆ ନିର୍ଦେଶନାମା: ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୪।୪(ଡି.ଏନ.ଏ .)- ରାଜ୍ୟରେ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ତାଲା ବନ୍ଦ ପରିପ୍ରେକ୍ଷିରେ ଅଧିକ କଠୋର କଟକଣା ଜାରି କରିଛନ୍ତି...

ଘାଟିରେ ଅଟୋ ଓଲଟି ୩ ଗୁରୁତର

ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ...

ମହାପ୍ରଭୁଙ୍କ ସେବାରେ ସାନପଦର ବୁଣାକାର: ପହଣ୍ଡି, ଅଣସର ଗାମୁଛା ପ୍ରସ୍ତୁତିରେ ଲାଗିଛନ୍ତି

ଖୋର୍ଦ୍ଧା ଅଫିସ,୨୪ା୫: ପବିତ୍ର ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ପରିସରରେ ବିଧି ମୁତାବକ ରଥକାମ ଅନୁକୂଳ ହୋଇଥିଲା। ୧୧ଦିନ ବିଳମ୍ବରେ ହେଲେ ମଧ୍ୟ ରଥକାମ ଆଗେଇ ଚାଲିଛି।...

Advertisement
Archives

Model This Week