ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ ଡ୍ରେନରେ ପଡିଛି ମୃତଦେହ, ଦୁର୍ଘଟଣା ନା ହତ୍ୟା ବଢିଲା ସସ୍‌ପେନ୍ସ

ବଲାଙ୍ଗୀର,୨୬।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଡ୍ରେନରେ ଏକ ମୃତଦେହ । ଗୁରୁବାର ସକାଳୁ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସମ୍ମୁଖରେ ଥିବା ଡ୍ରେନରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବାର ଦେଖାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ଡ୍ରେନରେ ମୃତଦେହ ପଡ଼ିଥିବା ନେଇ ଚିକିତ୍ସାଳୟ ପକ୍ଷରୁ ପୋଲିସକୁ ଖବର ଦେଇଥିଲେ । ଖବରପାଇ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଡ୍ରେନ ଭିତରୁ ଉଦ୍ଧାର କରାଯାଇ ମୃତଦେହ ବ୍ୟବଚ୍ଛେଦ ଗୃହକୁ ନିଆଯାଇଛି । ଡ୍ରେନ ଭିତରୁ ମୃତଦେହ ମିଳିବା ପରେ ଏବେ ଏହା ଦୁର୍ଘଟଣା ନା ହତ୍ୟାକାଣ୍ଡ ସେନେଇ ଆଲୋଚନା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri