ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତଦେହ ନଦୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।

ଖବର ପାଇ ଗଞ୍ଜାମ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଦୀରୁ ମୃତଦେହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ମୃତକଙ୍କ ପରିଚୟ ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?