ରାଜଧାନୀର ୩ ମହଲା କୋଠାରେ ଝୁଲୁଛି ମୃତଦେହ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ୩ ମହଲା କୋଠାରେ ଝୁଲୁଛି ମୃତଦେହ। ରାଜଧାନୀ ଭୁବନେଶ୍ୱର ସହିଦନଗର ଅଞ୍ଚଳରେ ବୁଧବାର ସକାଳେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ମୃତକ ଜଣଙ୍କ ହେଲେ ପିପିଲିର ଜାଜୁଲ୍ୟ ନାଥ(୫୭)।
ଜାଜୁଲ୍ୟ ସହିଦସ୍ପୋଟିଂ ନିକଟ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ। ବୁଧବାର ସକାଳୁ ସେ କାର୍ଯ୍ୟ କରୁଥିବା ୩ ମହଲା କୋଠାରେ ଲାଗିଥିବା ଲୁହା ରେଲିଂରେ ବେକରେ ଲୁଗା ବାନ୍ଧି ଝୁଲି ପଡ଼ିଥିବା ଦେଖିବାକୁ ମିଳିଥିଲା। ଏ ନେଇ ଅଭିଯୋଗ ହେବା ପରେ କମିଶନରେଟ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲୁନି ଓ୍ବାଚ୍‌ ଟାଓ୍ବାର, ପର୍ଯ୍ୟଟକ ନିରାଶ

କେନ୍ଦୁଝର, ୨୯ା୧ (ସ୍ବ.ପ୍ର.)-ପାଖାପାଖି ୧କୋଟି ଟଙ୍କାରେ ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକ ଓ୍ବାଚ୍‌ ଟାଓ୍ବାର ନିର୍ମାଣ ହୋଇଛି। ତେବେ ଏହାର ଉଦ୍‌ଘାଟନ ମକରର...

ଡଲଫିନ୍‌ର ଜୀବନ ବଞ୍ଚାଇଲେ ପିଲା

ବାଲେଶ୍ୱର ଅଫିସ, ୩୧।୮- ବାଲେଶ୍ୱର ଜିଲା ଚାନ୍ଦିପୁର ବେଳାଭୂମିର ୯-ମାଇଲ୍‌ଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟା ବେଳେ ଏକ ଡଲଫିନ୍‌ କୂଳକୁ ଚାଲି ଆସିଥିଲା। କୂଳରେ...

କଲେଜ ଛାତ୍ରୀଙ୍କୁ ଅପହରଣ

ପଦ୍ମପୁର, ୩୦।୪: ଭଦ୍ରକ ଜିଲା ସଦର ବ୍ଲକ ସାବରଙ୍ଗ ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା...

ବନ୍ଧାହେଲେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କୋଟିପତି ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର...

ରାଜ୍ୟରେ ରେକର୍ଡ: ଆଜି ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜ୍ୟରେ ରେକର୍ଡ। ଶୁକ୍ରବାର ସର୍ବାଧିକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୮୫ ଜଣ ଥିବାବେଳେ ରାୟଗଡାରୁ...

କ୍ୟାପିଟାଲ ହସ୍ପିଟାଲରେ ପୋଲିସକୁ ମାଡ଼ ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ବୁଧବାର ରାତିରେ କାର୍ଯ୍ୟରତ ୪ଜଣ ପୋଲିସ କର୍ମଚାରୀଙ୍କୁ ପ୍ରାୟ ୧୦ଜଣ ଯୁବକ ମାଡ଼ ମାରିଥିଲେ। ଏହି ଘଟଣାର ଦୃଶ୍ୟ ସିସିଟିଭି ଫୁଟେଜରେ...

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ  ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ...

ଜେଲରେ ଦୁରବସ୍ଥା ମାନସିକ ରୋଗୀଙ୍କ ସମସ୍ୟା ବଢାଉଛି ଓଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡିଶାର ଜେଲଗୁଡ଼ିକରେ ରହୁଥିବା କଏଦୀଙ୍କ ମଧ୍ୟରୁ ଶତକଡା ୫ ଭାଗ ମାନସିକ ରୋଗର ଶିକାର ହେଉଛନ୍ତି। ଏନ୍‌ସିଆର୍‌ବି (ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ)...

Advertisement
Archives

Model This Week