ଫେରି ନ ଥିଲେ ଘରକୁ, ପୋଖରୀରୁ ମିଳିଲା ମୃତଦେହ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ବାଘଲା ଗ୍ରାମ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆଙ୍ଗୁ ଗ୍ରାମର ଯୋଗୀ ନାହାକ(୫୦)।

ଯୋଗୀ କୌଣସି କାର୍ଯ୍ୟରେ ବାଘଲା ଗ୍ରାମକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରୁଥିବା ବେଳେ ସୋମବାର ସକାଳେ ବାଘଲା ପୋଖରୀରେ ମୃତଦେହ ଭାସୁଥିବାର ଖବର ପାଇଥିଲେ। ଏନେଇ ବାଘଲା ଗ୍ରାମବାସୀ ପୁରୁଷୋତ୍ତମପୁର ଅଗ୍ନିଶମ ଓ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ପରେ ଥାନା ଏସ୍‌ଆଇ ରାଜେଶ କୁମାର ଛତ୍ରିଆ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା(ନଂ.୧୭/୨୨) ରୁଜୁ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri