ପୋଖରୀରୁ ମିଳିଲା ମୃତଦେହ: ପରିଚୟ ଖୋଜୁଛି ପୋଲିସ

ଛତ୍ରପୁର,୧୮।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ନରେନ୍ଦ୍ରପୁର ଗ୍ରାମରେ ଥିବା ବଡ଼ବନ୍ଧରୁ ସୋମବାର ଏକ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଚମାଖଣ୍ଡି ପୋଲିସ ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ନରେନ୍ଦ୍ରପୁର ଗ୍ରାମରେ ଥିବା ବଡ଼ବନ୍ଧରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକ ଦେଖି ପୋଲିସକୁ ଜଣାଇଥିଲେ। ଚମାଖଣ୍ଡି ଥାନା ଅଧିକାରୀ ବିଦ୍ୟା ଭାରତୀ ନାୟକ ଏବଂ ଏଏସ୍‌ଆଇ ଅରୁଣ କୁମାର ରାଉତ ଘଟଣା ସ୍ଥଳରେ ପହଞ୍ଚି ଛତ୍ରପୁର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡମେଡିକାଲ ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା(ନଂ.୭/୨୩) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍‌…

କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri