ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ: କାରଣ ଖୋଜୁଛି ପୋଲିସ

କୋକସରା,୧୬।୦୯(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଚିତାମୁଣ୍ଡା-ଡାଲଗୁମା ରାସ୍ତା ନିକଟରେ ଥିବା ପୋଖରୀରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଡାଲଗୁମା ଗ୍ରାମର କମ୍ବୁ ମାଝୀ(୩୫) ।

ମିଳିଥିବା ସୂଚନା ମୁତାବକ, ଗତ ମଙ୍ଗଳବାରଠାରୁ ସେ ନିଖୋଜ ଥିଲେ। ହେଲେ ପରିବାର ଲୋକେ ଥାନାରେ କୌଣସି ଅଭିଯୋଗ କରି ନ ଥିଲେ। ଶୁକ୍ରବାର ପୋଖରୀରେ ଏକ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏନେଇ କୋକସରା ପୋଲିସକୁ ଖବର ମିଳିଥିଲା । କୋକସରା ଥାନା ଅଧିକାରୀ ରମଣି ରଞ୍ଜନ ଦଳେଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ପରେ କମ୍ବୁଙ୍କ ସ୍ତ୍ରୀ ପହଞ୍ଚି ମୃତହେଦ ଚିହ୍ନଟ କରିଥିଲେ। ହେଲେ କମ୍ବୁଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। କୋକସରା ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୩/୨୧) ରୁଜୁ କରି ତଦନ୍ତ ଚାଲିଥିବା ଏଏସ୍‌ଆଇ ଗୋପବନ୍ଧୁ ନାଏକ କହିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ଥାନା ଅଧିକାରୀ ଦଳେଇ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ କିଛିଦିନ ପରେ ପଡ଼ିଥାନ୍ତା ହାତଗଣ୍ଠି, ଯୁବକଙ୍କୁ ପିଟିପିଟି ମାରିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ଗତ ୨୨ ତାରିଖ ରାତିରେ ପିଟିପିଟି ହତ୍ୟା କରାଯାଇଥିଲା। ତେବେ ଏହି...

ଶେରଗଡ଼ ଛକରେ ଚୋରି: ଶଟର ଭାଙ୍ଗି କଳାକନା ବୁଲାଇଲେ ଦୁର୍ବୃତ୍ତ

ରେମୁଣା,୧।୧୧(ଡି.ଏନ.ଏ.)-ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଅଧୀନ ଶେରଗଡ଼ ଛକରେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ଅପରାଧୀମାନେ ଗୋଟିଏ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି।...

ତାମିଲନାଡୁରୁ ଅପହୃତା ନାବାଳିକା ଉଦ୍ଧାର

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ଅପହୃତା ନାବାଳିକାଙ୍କୁ ପୋଲିସ ତାମିଲନାଡୁରୁ ଉଦ୍ଧାର କରିଛି। ୧୦ଦିନ ପୂର୍ବରୁ ନାବାଳିକା ଜଣକ ଟ୍ୟୁଶନ...

ଯାଜପୁରରେ ଦ୍ୱିତୀୟ ସର୍ବାଧିକ ପଜିଟିଭ୍‌

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଗତ ୪ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷକରି ଯାଜପୁର, ଭଦ୍ରକ...

ପାପଡ଼ାହାଣ୍ଡି ବ୍ଲକ ସଦର ମହକୁମାକୁ କରାଗଲା ସାନିଟାଇଜ୍‌

ପାପଡାହାଣ୍ଡି,୯।୪(ଡି.ଏନ୍‌.ଏ.): କରୋନା ଭୁତାଣୁ ସଂକ୍ରମଣ ରୋକିବା ପାଇଁ ଗୁରୁବାର ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାକୁ ସାନିଟାଇଜ କରାଯାଇଛି। ଓୟୁଯେ ସଂଘ , ସ୍ବାସ୍ଥ୍ୟ,...

ମହିଳାଙ୍କଠାରୁ ୩୦ ହଜାର ଲୁଟ୍‌

ବଅଁରପାଳ, ୩୦ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ କୁଲାଡ଼ ଗ୍ରାମର ସଞ୍ଜୁକ୍ତା ଦେଓଙ୍କଠାରୁ ବୁଧବାର ଦୁର୍ବୃତ୍ତମାନେ ୩୦ ହଜାର ଟଙ୍କା ଲୁଟ୍‌ କରିଛନ୍ତି। ଏ...

ଲକଡାଉନ୍‌ ନିୟମ ମାନି ଯୋଡ଼ାରେ ପାଳନ ହେଲା ଇଦ୍‌

ଯୋଡା, ୨୫।୫ (ଡି.ଏନ.ଏ.)-ରମଜାନର ୩୦ ଦିନ ଉପବାସ ପରେ ରବିବାର ରାତିରେ ଚାନ୍ଦ ଦେଖାଯିବାରୁ ସୋମବାର ଇଦ୍‌ ପର୍ବ ପାଳନ କରାଯିବା ନେଇ ଘୋଷଣା କରାଯାଇଥିଲା।...

କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ...

Advertisement
Archives

Model This Week