ରାସ୍ତାରୁ ଜବତ ହେଲା ଯୁବକଙ୍କ ମୃତଦେହ: କାରଣ ଖୋଜୁଛି ପୋଲିସ

କୋକସରା,୧।୯(ଡି.ଏନ.ଏ): କଳାହାଣ୍ଡି ଜିଲା ଆମପାଣି ଥାନା ଅଧୀନ ସାନ ପୋଡ଼ାଗୁଡା ପଞ୍ଚାୟତ କଲୋନୀପଡ଼ା ନିକଟସ୍ଥ ବିଜୁ ଏକ୍ସପ୍ରେସ ୱେରୁ ଜଣେ ଯୁବକଙ୍କ ମୃତଦେହ ବୁଧବାର ରାତିରେ ପୋଲିସ ଜବତ କରିଛି। ସେ ହେଲେ ସାନ ପୋଡ଼ାଗୁଡା ଗ୍ରାମର ଟିକେଶ୍ୱର ବେମାଲ(୩୦)। ରାସ୍ତା ଉପରେ ତାଙ୍କର ବାଇକ୍‌ ପଡିଥିବା ବେଳେ କୌଣସି ଏକ ଭାରି ଯାନ ଧକ୍କାରେ ଟିକେଶ୍ୱରଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଅନ୍ୟପକ୍ଷେ ଟିକେଶ୍ୱରଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ରାସ୍ତା ଉପରେ ଯୁବକଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକ ପରିବାର ଲୋକଙ୍କୁ ଜଣାଇଥିଲେ। ଖବର ପାଇ ଆମପାଣି ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ସ୍ବାଇଁ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି । ତେବେ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri