ମହିଳାଙ୍କୁ ଗୋଟା ଗିଳିଦେଲା ଅଜଗର, ୩ଦିନ ପରେ ବାହାରିଲା ମୃତଦେହ

ନୂଆଦିଲ୍ଲୀ, ୯ା୬: ନିଖୋଜ ଥିବା ଜଣେ ଇଣ୍ଡୋନେସିଆର ମହିଳାଙ୍କ ମୃତଦେହ ୩ ଦିନ ପରେ ଉଦ୍ଧାର ହୋଇଛି । ଏହି ମହିଳାଙ୍କୁ ଏକ ୧୬ ଫୁଟ୍‌ର ଅଜଗର ଗିଳିଦେଇଥିବା ଜଣାପଡ଼ିବା ପରେ ତା ପେଟରୁ ମହିଳାଙ୍କ ମୃତଦେହ ମିଳିଛି । ଏନେଇ ଜଣେ ସ୍ଥାନୀୟ ଅଧିକାରୀ ଏକ ନ୍ୟୁଜ୍‌ ଏଜେନ୍ସିକୁ ଜଣାଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ ସୁଲାୱେସି ପ୍ରଦେଶର କାଲେମ୍ପାଙ୍ଗ ଗାଁର ବାସିନ୍ଦା, ୪୫ ବର୍ଷୀୟ ଫରିଦା ଗୁରୁବାର ରାତିରେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ଖୋଜିବାକୁ ଗାଁ ମୁଖିଆଙ୍କ ନିର୍ଦ୍ଦେଶରେ ଏକ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା । ଫରିଦାଙ୍କ ସ଼୍ବମୀ ଏହି ଅଞ୍ଚଳରୁ ତାଙ୍କର କିଛି ଜନିଷପତ୍ର ପାଇବା ପରେ ଉକ୍ତ ଅଞ୍ଚଳରେ ଗ୍ରାମବାସୀମାନେ ଖୋଜାଖୋଜି କରିଥିଲେ। ସେମାନେ ଏକ ଅଜଗର ଦେଖିଥିଲେ । ବଡ଼ ପେଟ ହୋଇଥିବାରୁ ସେମାନେ ସନ୍ଦେହ କରିଥିଲେ । ସାପଟିର ପେଟ ଚିରିବାରୁ ଫରିଦାଙ୍କ ମୁଣ୍ଡ ଦେଖାଯାଇଥିଲା । ସମ୍ପୂର୍ଣ୍ଣ ବସ୍ତ୍ର ସହ ଫରିଦାଙ୍କ ମୃତଦେହ ଅଜଗର ପେଟରୁ ଉଦ୍ଧାର କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri