ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ମୃତଦେହ ଦେଖିବା ପରେ ସସପେନ୍ସ ବୃଦ୍ଧି ପାଇଛି । ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।

ଉଦ୍ଧାର ହୋଇଥିବା ମୃତଦେହର ନାକରୁ ଫେଣ ଓ ପାଟିରୁ ରକ୍ତ ବାହାରୁଥିବାରୁ ସନ୍ଦେହ ଦେଖାଯାଇଛି । ଏହା ଏକ ହତ୍ୟାକାଣ୍ଡ ହୋଇଥିବା ନେଇ ସନ୍ଦେହ କରୁଛି ପୋଲିସ । କହିରଖୁଛୁ କି, ୨୦ ତାରିଖରେ ଧଉଳି ଥାନାରେ ନିଖୋଜ ନେଇ ଅଭିଯୋଗ କରିଥିଲେ ସ୍ତ୍ରୀ  ।

୧୯ ତାରିଖରୁ ଘରୁ ଆସିବା ପରେ ବିଳମ୍ବ ହେବା ନେଇ ସେ ଘରକୁ ଫୋନ କରି ଜଣାଇଥିଲେ । ତା ପରଠାରୁ ତାଙ୍କର ଆଉ କୌଣସି ଖବର ମିଳିନଥିଲା । ବର୍ତ୍ତମାନ ତାଙ୍କର ମୃତଦେହ ମିଳିବା ପରେ ସ୍ତ୍ରୀ ଜଣେ ଯୁବତୀଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଛନ୍ତି । ସିସିଟିଭି ଯାଞ୍ଚ ଓ ସେହି ଯୁବତୀଙ୍କୁ ଧରିଲେ ସତ ସମ୍ନାକୁ ଆସିବ କହିଲେ ସ୍ତ୍ରୀ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri