ସନ୍ଦେହ ଜନକ ଅବସ୍ଥାରେ ମିଳିଲା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ମୃତଦେହ

ଭବାନୀପାଟଣା,୮।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ଜଳ ସମ୍ପଦ ବିଭାଗର ଜଣେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ମୁଖୀଗୁଡ଼ାସ୍ଥିତ ସରକାରୀ କ୍ୱାର୍ଟର୍ସରୁ ତାଙ୍କର ମୃତଦେହ ଜୟପାଟଣା ପୋଲିସ ଉଦ୍ଧାର କରିଛି। ମୃତ ଯନ୍ତ୍ରୀ ହେଲେ ରଞ୍ଜିତ କୁମାର କାର୍ଜି। ସେ ରାୟଗଡ଼୍‌ା ଜିଲା ଗୁଣପୁର ନିକଟିସ୍ଥ ସୁଭଦ୍ରାପୁରର ବୋଲି ସୂଚନା ମିଳିଛି। ମୁଖୀଗୁଡା ଇନ୍ଦ୍ରାବତୀ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଜୟପାଟଣା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ଡାକ୍ତରଖାନାକୁ ପଠାଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ଆମେରିକାକୁ ସମର୍ଥନ କରି ଯୁଦ୍ଧକୁ ଡେଇଁବେ ଏହି ୨ ମୁସଲିମ ଦେଶ, ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ଯୁଦ୍ଧରେ ଏବେ ଦୁଇଟି ପ୍ରମୁଖ ମୁସଲିମ ଦେଶ ଆମେରିକାକୁ ସମର୍ଥନ କରି ଯୁଦ୍ଧରେ ଡେଇଁବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri