କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶିଶୁ ଜଣକ ହେଲେ, ସୟାଁ କେନାଲ ପଡାର ଡାକ୍ତର ବରିହାଙ୍କ ପୁଅ ଅଜିତ ବରିହା (୨) ।

ଘରର ଅନତିଦୂରରେ କେନାଲ ରହିଥିବା ବେଳ ସେ କୌଣସି କ୍ରମେ କେନାଲକୁ ଯାଇ ସେଠାରେ ଭାସି ଯାଇଥିବା ଅନୁମାନ କରାଯାଉଛି । ଦିନ ପ୍ରାୟ ୨ଟାରେ କେନାଲରୁ ଶିଶୁପୁତ୍ରକୁ  ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରାଯାଇ ବରଗଡ଼ ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ୍ ଶବ ଜବତ କରି ବ୍ୟବଚ୍ଛେଦ କରାଇଛି । ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ଅଧିକ ତଦନ୍ତ ଚଲାଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ

ଭୁବନେଶ୍ୱର,୧୯।୪: ଟାଇମ୍‌ପାସ୍‌ ପ୍ରକାଶନ ସଂସ୍ଥା ଦ୍ୱାରା ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ଆୟୋଜିତ ବହି ବିଷୁବ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’…

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ…

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri