ଭଡାଘରେ ଝୁଲୁଛି ମହିଳା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ: କ’ଣ ରହିଛି ଏହା ପଛରେ ବଡ଼ କାରଣ

ବାଲେଶ୍ୱର,୨୪।୮: ଭଡାଘରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ଜଳେଶ୍ୱରରେ। ଭୋଗରାଇ ବ୍ଲକ କନିଷ୍ଠ ଯନ୍ତ୍ରୀ ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ଶନିବାର ତାଙ୍କ ଭଡ଼ାଘରୁ ଜବତ କରାଯାଇଛି। ସ୍ଥାନୀୟ ଲୋକେ ଏହା ଜାଣି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଅଧିକ ତଦନ୍ତ ନେଇ ପୋଲିସ ତନାଘନା କରୁଛି। ତେବେ ମୃତ୍ୟୁର କାରଣ ଏଯାବତ୍‌ ଅସ୍ପଷ୍ଟ ରହିଛି। କେଉଁ ପରସ୍ଥିତିରେ ମହିଳା ଯନ୍ତ୍ରୀ ଏଭଳି ଚରମ ପଦକ୍ଷେପ ନେଇ ଝୁଲି ପଡ଼ିଲେ, କିମ୍ବା ତାଙ୍କୁ କିଏ ହତ୍ୟା କରିଛି? ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ସ୍ପଷ୍ଟ କରିବ। ତେବେ ମୃତ୍ୟୁର ରହସ୍ୟ ଖୁବ୍‌ଶ୍ରୀଘ ଖୋଲିବ ବୋଲି ପୋଲିସ କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri