ଡ୍ୟାମ୍‌ ପାଣିରେ ଭାସୁଛି କଲରାପତରିଆ ବାଘର ମୃତଦେହ

ଦେବଗଡ଼,୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଡିହି ଫରେଷ୍ଟ ସେକ୍ସନ ରେଙ୍ଗାଲି ରିଜର୍ଭରେ ଏକ କଲରାପତରିଆ ବାଘର ମୃତଦେହ ଭାସୁଛି। ତେବେ ବାଘର କିପରି କାହିଁକି ମୃତ୍ୟୁ ଘଟିଲା ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରୁ ଅଧା ଖର୍ଚ୍ଚ କରିପାରିନାହାନ୍ତି ୧୭ ବିଭାଗ, ପଛରେ ପଡିଛନ୍ତି ବିପର୍ଯ୍ୟୟ, କ୍ରୀଡ଼ା

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ...

ଓଲଟିଲା ମଦ ବୋଝେଇ ଭ୍ୟାନ୍‌: ଚାପି ହୋଇ ଚାଲିଗଲା ହେଲପରଙ୍କ ଜୀବନ

କୁଜଙ୍ଗ,୧୮।୨(ମନୋଜ ପ୍ରଧାନ): ଜଗତସିଂହପୁର ଜିଲା କୁଜଙ୍ଗ ବଜାର କୃଷି ଫାର୍ମ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମଦ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌(ନଂ,ଓଆର୍‌୦୫ଏଏସ୍‌-୬୧୨୫) ଦୁର୍ଘଟଣା ଗ୍ରସ୍ତ...

ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ...

ଏସ୍‌ସିବିରେ ଶିଶୁ ବଦଳ ଅଭିଯୋଗ: ଅଭିଭାବକଙ୍କୁ ଧରାଇଦେଲେ ମୃତ ଶିଶୁ

କଟକ,୧୮।୨: ପୁଣି ଚର୍ଚ୍ଚାରେ ଏସ୍‌ସିବି। ଏସ୍‌ସିବି ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ଜନ୍ମିତ ସନ୍ତାନ ଏସ୍‌ଏନ୍‌ସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି।...

କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା...

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ...

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri