ପ୍ରଥମ ସ୍ତ୍ରୀର ମାମଲା ନସରୁଣୁ ଜୀବନ ହାରିଲେ ଦ୍ବିତୀୟ ସ୍ତ୍ରୀ, ହତ୍ୟା ଅଭିଯୋଗ ଆଣିଲେ ବାପା

ଜୟପାଟଣା,୨୨।୧(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ମୁଖୀଗୁଡା ସେକ୍ଟର ୩ ରେ ଏକ ବିବାହିତ ମହିଳାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ମହିଳା ହେଉଛନ୍ତି ମହିପାଣି ଗାଁ କୁମାରପଡାର ନୂତନ ମଞ୍ଜରୀ ଦାସ (୨୩)।

ଖବର ଅନୁସାରେ ସେ ମୁଖୀଗୁଡାରେ ରହିଥିବା କମଳାକାନ୍ତ ନାଏକ (ସୁମନ୍ତ ) କୁ ଏକ ବର୍ଷ ତଳେ ପ୍ରେମ ବିବାହ କରିଥିଲେ । ତେବେ କମଳାକାନ୍ତଙ୍କ ପୂର୍ବ ସ୍ତ୍ରୀକୁ ହତ୍ୟା ଉଦ୍ୟମକୁ ନେଇ ଜୟପାଟଣା ଥାନାରେ ଅଭିଯୋଗ ହୋଇଥିଲା । ଏହି କେସରେ କମାକାନ୍ତ ଜେଲ୍ ମଧ୍ୟ ଯାଇଥିଲେ । ପୁନର୍ବାର କମଳାକାନ୍ତଙ୍କ ପୂର୍ବ ସ୍ତ୍ରୀ ଜୟପାଟଣା ଥାନାରେ ଅଭିଯୋଗ କରିଥିବା ବେଳେ ତାହା କୋର୍ଟରେ ବିଚାରଧୀନ ଅବସ୍ଥାରେ ରହିଛି । ତେବେ ହଠାତ ଦ୍ବିତୀୟ ସ୍ତ୍ରୀର ମୃତ୍ୟୁ ବିଭିନ୍ନ ସନ୍ଧେହ ସୃଷ୍ଟି କରିଛି । ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ଜଣାପଡିବ । ଏନେଇ ପୋଲିସ ପକ୍ଷରୁ କିଛି କୁହାଯାଇ ନାହିଁ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଆସିବ ପିଏମ୍‌ କିଷାନର ୨୨ତମ କିସ୍ତି

ନୂଆଦିଲ୍ଲୀ,୧୧ା୩(ପି.ଟି.):ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ)ର ୨୨ତମ କିସ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୩ ତାରିଖରେ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାକୁ ଡିଜିଟାଲି ଟ୍ରାନ୍ସଫର କରିବେ। ୯.୩୨…

ରୋଷେଇ ଘରେ ଯୁଦ୍ଧ ଯନ୍ତ୍ରଣା

ନୂଆଦିଲ୍ଲୀ(ପି.ଟି./ଏଜେନ୍ସି)/ ଭୁବନେଶ୍ୱର(ରବିନାରାୟଣ ଜେନା),୧୧ା୩: ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲ୍‌ ପକ୍ଷରୁ ମିଳିତ ଆକ୍ରମଣ ଯୋଗୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଜଳପଥ ଦେଇ ପ୍ରାକୃତିକ ବାଷ୍ପ ଭାରତକୁ…

ପଟ୍ଟାଙ୍ଗି ବ୍ଲକ ପଛ ପାହାଡ଼ରେ ଲାଗିଛି ନିଆଁ: ଲିଭାଇବା ପାଇଁ ଜଙ୍ଗଲ ବିଭାଗର ଜୋରଦାର କସରତ,ଏଯାଏ…

ପଟ୍ଟାଙ୍ଗି, ୧୦।୩ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟର ପଛ ଭାଗରେ ଥିବା ପାହାଡ଼ରେ ମଙ୍ଗଳବାର ସାରେ ଭୟାବହ ନିଆଁ ଲାଗିଥିବା ଦେଖିବାକୁ…

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ବିକୁଥିଲେ ଗୋ-ମାଂସ, ଗୁପ୍ତ ସୂଚନା ପାଇ ମାଡ଼ି ବସିଲା ପୋଲିସ

ଅତାବିରା, ୧୦ା୩ (ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଟୋପ ଗ୍ରାମରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର ଗୋ-ମାଂସ ଜବତ କରିବା ସହ…

ସଫଳତାର ସହ ଭଞ୍ଜନଗର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଉଦଯାପିତ

ଭଞ୍ଜନଗର, ୧୦/୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରସିଦ୍ଧ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଦୁଇଦିନ ଧରି ଚାଲିଥିବା ଶିକ୍ଷଣ ସାମଗ୍ରୀ…

ଶିକ୍ଷକ ଅଭାବରୁ ଭୁଶୁଡ଼ିଛି ଶିକ୍ଷା ବ୍ୟବସ୍ଥା: ପରୀକ୍ଷା ବର୍ଜନ କରି ବିରିକୋଟ ବିଦ୍ୟାଳୟରେ ତାଲା ପକାଇଲେ ଶତାଧିକ ଅଭିଭାବକ

ଥୁଆମୂଳ ରାମପୁର, ୧୦ା୩ (ଦୁର୍ଗା କୀର୍ତ୍ତି): ସରକାରଙ୍କ “ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ” ନାରା ଏବେ କଳାହାଣ୍ଡି ଜିଲାରେ ପ୍ରହସନ ପାଲଟିଛି। ଶିକ୍ଷା ବ୍ୟବସ୍ଥାର ଚରମ ଅବହେଳାକୁ…

ଧରିତ୍ରୀ ପ୍ରଭାବ: ଓ୍ବାର୍ଡ ମେମ୍ବର ଉଆଁସୀଙ୍କ ଘରେ ପହଞ୍ଚିଲା ବ୍ଲକ ପ୍ରଶାସନ, ତ୍ୱରିତ କାର୍ଯ୍ୟାନୁଷ୍ଠାନ ପରେ…

ଥୁଆମୂଳ ରାମପୁର, ୧୦।୩ (ଦୁର୍ଗା କୀର୍ତ୍ତି): ଗଣମାଧ୍ୟମର ଶକ୍ତି ଏବଂ ସାମାଜିକ ଦାୟିତ୍ୱବୋଧର ଆଉ ଏକ ବଡ଼ ଉଦାହରଣ ଦେଖିବାକୁ ମିଳିଛି। ’ଧରିତ୍ରୀ’ ସମେତ ବିଭିନ୍ନ ଦୈନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri