Advertisement

ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

କୋକସରା,୫।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଳି ପଞ୍ଚାୟତ ବଗଡିଆପଡ଼ାର ଜୟଲାଲ ରାଉତଙ୍କ ପୁଅ ଚନ୍ଦ୍ରମଣି ରାଉତ(୨୭) ଗତ ସପ୍ତାହରେ ଆନ୍ଧ୍ରପ୍ରଦେଶ ନିଜାମାବାଦକୁ ଦାଦନ ଖଟିବାକୁ ଯାଇଥିଲେ। ହେଲେ ଟ୍ରାକ୍ଟର ଦୁର୍ଘଟଣାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ ଧାରକରଜ କରି ମୃତଦେହ ଆଣିବାକୁ ନିଜାମାବାଦ ଯାଇଥିଲେ। ହେଲେ କମ୍ପାନୀ ସହାୟତାରେ ଏକ ଆମ୍ବୁଲାନ୍ସ ଯୋଗେ ମୃତଦେହ ଶନିବାର ଗାଁରେ ପହଞ୍ଚତ୍ଛି। ଏକ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ମଶାଣିରେ ଅନ୍ତିମ ସତ୍କାର କରାଯାଇଛି। ପରିବାରର ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମା’ ବାପା ଭାଙ୍ଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିପିଲି ଉପନିର୍ବାଚନ: ବିଜୟ ମୁହାଁ ବିଜେଡି

ପୁରୀ ଅଫିସ୍‌,୩।୧୦: ପିପିଲି ଉପନିର୍ବାଚନ ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଫଳାଫଳ ଘୋଷଣା ହେବ। ଏପର୍ଯ୍ୟନ୍ତ ୧୫ ରାଉଣ୍ଡ...

ରେଳ ଧାରଣାରୁ ମଦ ଦୋକାନ କର୍ମଚାରୀଙ୍କ ମୃତଦେହ ଉଦ୍ଧାର: ଲୁଟ୍‌ର ୨୪ ଘଣ୍ଟା ନ ପୂରୁଣୁ ହତ୍ୟା ସନ୍ଦେହ

ଜଗତ୍‌ସିଂହପୁର ଅଫିସ,୨୨ା୧୨: ତିର୍ତ୍ତୋଲ ଗୋପିଆକୁଦସ୍ଥିତ ସରକାରୀ ଦେଶୀ ମଦ ଦୋକାନରେ କାମ କରୁଥିବା ଅମୀନ ସେଠୀ (୩୫) ନାମକ ଯୁବକଙ୍କଠାରୁ ୨୦ ତାରିଖ ଅପରାହ୍ନରେ ଦୁର୍ବୃତ୍ତ...

ମତଦାନ ଉପରେ ପ୍ରଭାବ ପକାଇପାରେ ସ୍ଥାନୀୟ ସମସ୍ୟା

ପୁରୀ ଅଫିସ,୧୭ା୪: ପୁରୀ ଲୋକ ସଭା ଏବଂ ଏହା ଅଧୀନ ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକରେ ଆସନ୍ତା ୨୩ ତାରିଖରେ ମତଦାନ ହେବ। ଆଉ ଅଳ୍ପଦିନ ମଧ୍ୟରେ କିଭଳି...

ନିଜ ସାହିରେ ପରିବା ଦୋକାନ ଖୋଲିବେ ଗଞ୍ଜାମ ବ୍ୟବସାୟୀ

ଗଞ୍ଜାମ, ୭।୪(ଡି.ଏନ୍‌.ଏ.): କରୋନା ଭୟ ଥମିବାର ନା ଧରୁନି l ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି l ଯାହା ରାଜ୍ୟ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ମୋରଡା,୭ା୧୧(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଜଣେ ଯୁବକ ବଳାତ୍କାର କରିଥିବା ଓ ନାବାଳିକା ଜଣକ ୫ ମାସର...

ବର୍ଷା ନାହିଁ, ଅଟକିଯାଇଛି ଚାଷ କାର୍ଯ୍ୟ:ବୁଣା ସରିଲାଣି, ରୁଆ ମନ୍ଥର

ଅନୁଗୋଳ ଅଫିସ, ୧୬।୭ ଜୁନ ଯାଇ ଜୁଲାଇ ଅଧା ହେଲାଣି। ଏପରି ସମୟରେ ଚାଷ କାର୍ଯ୍ୟ ଜୋର ଧରିବା କଥା। ହେଲେ ଜୁନ ପରି ଜୁଲାଇରେ...

ଖାଏଦ୍‌ ସୁରକ୍ଷା, ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଭାଇବହେନ

ପର୍ଲା, ୫।୩ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ଦିବ୍ୟାଙ୍ଗମାନକର ଲାଗି ମାଲମାଲ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍‌କାରୀ, କରମ୍‌ଚାରୀକଁର ଅନ୍‌ଦେଖା...

ଯାଜପୁର ମ୍ୟୁନିସିପାଲିଟି: ୩.୫୯ ଲକ୍ଷ ଟଙ୍କା ଆତ୍ମସାତ୍‌

ଯାଜପୁର ଅଫିସ,୩୦।୭: ଯାଜପୁର ମ୍ୟୁନିସିପାଲିଟିରେ ହୋଲ୍‌ଡିଂ ଟ୍ୟାକ୍ସ, ପେନାଲ୍ଟି ଫି, ହାଉସ ରେଣ୍ଟ, ଟେଣ୍ଡର ପେପର ଇତ୍ୟାଦି କ୍ଷେତ୍ରରେ ଅର୍ଥ ଆଦାୟ କରାଯାଇ ୩,୫୯,୭୮୪ ଟଙ୍କା...

Advertisement
Archives

Model This Week