Advertisement

ରେଳ ଫାଟକ କଡ଼ରେ ପଡିଛି ମହିଳାଙ୍କ ମୃତଦେହ

ପାରଳାଖେମୁଣ୍ଡି,୧୬ା୧୦(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହର ଜଙ୍ଗମସାହି ରେଳ ଫାଟକ ନିକଟରେ ଜଣେ ମହିଳାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ତାଙ୍କ ପରିଚୟ ମିଳିପାରି ନାହିଁ। ବ୍ରହ୍ମପୁର ଜିଆର୍‌ପି ଘଟଣାସ୍ଥଳରେ ପହଞ୍ଚି ନ ଥିବାରୁ ମୃତଦେହ ଘଟଣାସ୍ଥଳରେ ପଡି ରହିଥିବା ଜଣାପଡିଛି। ମହିଳା ଜଣକ ବିଶାଖାପାଟଣା-ପାରଳାଖେମୁଣ୍ଡି-ଗୁଣୁପୁର ଟ୍ରେନରେ ଯାଉଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ମହିଳା ଜଣକ ଟ୍ରେନ ଫାଟକ ନିକଟରେ ଠିଆ ହୋଇଥିବା ବେଳେ କୌଣସି କାରଣରୁ ଖସିପଡି ଟ୍ରେନ୍‌ରେ କଟି ଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସ୍କ ନ ପିନ୍ଧି ୮୯,୪୦୦ ଟଙ୍କା ଜରିମାନା ଦେଲେ ଅମାନିଆ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା କିଛି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ବାରମ୍ବାର ସଚେତନ...

ଏସ୍‌ଓପି ମାନୁନାହାନ୍ତି ମଦ ବିକ୍ରେତା

ଖୋର୍ଦ୍ଧା ଅଫିସ,୨୪ା୧୨: ଖୋର୍ଦ୍ଧା ଜିଲାରେ ମଦ ବିକ୍ରେତା ମାନୁନାହାନ୍ତି ଅବକାରୀ ବିଭାଗର ଷ୍ଟାଣ୍ଡାର୍ଡ ଅପରେଟିଙ୍ଗ ପ୍ରେସିଡିଓର (ଏସ୍‌ଓପି)। ଧାର୍ଯ୍ୟ ଦରଠାରୁ ଚଢ଼ା ଦରରେ ବିକ୍ରି କରୁଛନ୍ତି।...

୮ ପର୍ଯ୍ୟନ୍ତ ରେଳ ଚଳାଚଳ ବନ୍ଦ

କେନ୍ଦୁଝର/ଯୋଡ଼ା, ୩ା୧୧ (ସ୍ବ.ପ୍ର/ଡି.ଏନ.ଏ): କେନ୍ଦୁଝର ଜିଲା ରାଜଖରସୁଆଁ ଠାରୁ ଡାଙ୍ଗୁଆପୋଷି ପର୍ଯ୍ୟନ୍ତ ତୃତୀୟ ରେଳଧାରଣା ନିର୍ମାଣ ନିମନ୍ତେ ଦକ୍ଷିଣ ପୂର୍ବ ରେଳ ବିଭାଗର ଚକ୍ରଧରପୁର ଡିଭିଜନ...

ସଂଶୋଧିତ ମୋଟର ଯାନ ଆଇନ: ୧୦ଦିନରେ କଟିଲା ୨୩ ହଜାର ଚାଲାଣ

କଟକ ଅଫିସ,୧୨ା୩: ଓଡ଼ିଶାରେ ସଂଶୋଧିତ ମୋଟରଯାନ ଆଇନ ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟବ୍ୟାପୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) ଏବଂ ପୋଲିସ ତରଫରୁ ବ୍ୟାପକ...

ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ...

ବିଲକୁ ଧାନ କାଟିବାକୁ ଯାଇଥିବା ବେଳେ ଆକ୍ରମଣ କଲେ ଦୁଇଟି ଭାଲୁ, ଜଣେ ଗୁରୁତର

ଯାଜପୁର ରୋଡ,୫।୧୨(ନି.ପ୍ର.): ଯାଜପୁର ଜିଲା ରାଣୀପଡ଼ା ପଞ୍ଚାୟତ ମୂଳାସାର ଗ୍ରାମର ଜଗବନ୍ଧୁ ମଳିକ ଗୁରୁବାର ସକାଳେ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଯାଜପୁର...

ଚଳଚଞ୍ଚଳ କାଳୀମଣ୍ଡପ ପଡିଆ: ୩୦ ଲକ୍ଷରେ ପୂଜା ଆୟୋଜନ

ତାଳଚେର,୨୭ା୧୦(ନି.ପ୍ର.)- ମା’ ଶ୍ୟାମାକାଳୀଙ୍କ ଆରାଧନା ପାଇଁ ଚଳଚଞ୍ଚଳ ହୋଇଉଠିଛି ତାଳଚେର ଏମ୍‌ସିଏଲ ନନ୍ଦିରାସ୍ଥିତ କାଳୀମଣ୍ଡପ ପଡିଆ। ନନ୍ଦିରା ଭୂତଳ କୋଇଲା ଖଣି ଆନୁକୂଲ୍ୟରେ ଆୟୋଜିତ ଏହି...

ରେଳରୋକୋ କଲେ ଆନ୍ଦୋଳନକାରୀ

ବାଲେଶ୍ୱର ଅଫିସ ୨୮।୩: କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି...

Advertisement
Archives

Model This Week