ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଦୁମକିଶିହିରିଆ ଗ୍ରାମର ଲୁକାସ ଖାଲଖୋ(୪୫)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି। ଏ ନେଇ ବୀରମିତ୍ରପୁର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୨୮/୨୦୨୬) ରୁଜୁ ହୋଇଥିବା ଆଇଆଇସି ରାମପ୍ରସାଦ ନାଗ ସୂଚନା ଦେଇଛନ୍ତି।

କୁଆଁରମୁଣ୍ଡା ଫାଣ୍ଡି ଅଧିକାରୀ ବିଜୟ କୁମାର ଦେହୁରୀଙ୍କ ସୂଚନା ଅନୁସାରେ ଲୁକାସ ଶନିବାର ଅପରାହ୍ନରେ ଶୌଚ ହେବାକୁ ନିକଟସ୍ଥ ଗ୍ରାମ୍ୟ ପୋଖରୀକୁ ଯାଇଥିଲେ। ହେଲେ ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ। ହେଲେ ତାଙ୍କୁ କୌଣସି ଠାରେ ପାଇ ନ ଥିଲେ।

ରବିବାର ସକାଳେ ପୋଖରୀରେ ମୃତଦେହ ଭାସୁଥିବା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଅନ୍ୟପକ୍ଷେ ଲୁକାସ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri