ଭଡ଼ା ଘରେ ବ୍ୟକ୍ତିଙ୍କ ମୃତଦେହ, ସନ୍ଦେହ କରି ଥାନାର ଦ୍ୱାରସ୍ଥ ହେଲେ ଭାଇ

ଖଡ଼ିଆଳ,୧୨।୧୦(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ୱାର୍ଡ ନଂ ୨ ଭଡା ଘରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ସିନାପାଲି ଗ୍ରାମର ଅରୁଣ ଅଗ୍ରୱାଲ (୪୦)। ତାଙ୍କ ଭାଇ ରାଜେଶ ଅଗ୍ରଓ୍ବାଲଙ୍କ ଅଭିଯୋଗ କ୍ରମେ ଖଡ଼ିଆଳ ଥାନା ପୋଲିସ ତଦନ୍ତ କରୁଛି।
ପୁଲିସ ସୂତ୍ରରୁ ପ୍ରକାଶ, ଶନିବାର ରାତି ୭ଟା ସମୟରେ ଅରୁଣଙ୍କ ସନ୍ଦେହଜଣକ ମୃତ୍ୟୁ ହୋଇଥିଲା। ଏନେଇ ରାଜେଶ ଖଡ଼ିଆଳ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅପରପକ୍ଷେ ମୃତ୍ୟୁ ସନ୍ଦେହରେ ଥିବା ଯୋଗୁ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ ଘଟଣା କ’ଣ ଜଣାପଡିବ ବୋଲି ତଦନ୍ତ ଅଧିକାରୀ ଜ୍ୟୋତି ରଞ୍ଜନ ସେନାପତି ପ୍ରକାଶ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri