Posted inଜାତୀୟ

ଭୋଟ୍‌ ଦେବାକୁ ଗଲେ ମୃତ ବ୍ୟକ୍ତି!

ନୂଆଦିଲ୍ଲୀ,୫ା୧୨: ଦିଲ୍ଲୀରେ ବହୁ ଚର୍ଚ୍ଚିତ ଏମ୍‌ସିଡି ନିର୍ବାଚନ ରବିବାର ଶେଷ ହୋଇଛି। କିନ୍ତୁ ଏହି ନିର୍ବାଚନରେ ମତଦାନ କରିବା ପାଇଁ ବୁଥ୍‌କୁ ଯାଇଥିବା ଜଣେ ଲୋକଙ୍କୁ ଦେଖି ଅଧିକାରୀମାନେ ଆଶ୍ଚର୍ଯ୍ୟ ହୋଇଥିଲେ। ୬୭ ବର୍ଷୀୟ ଜୟପାଲ ସେମାନଙ୍କ ମଧ୍ୟରୁ ଜଣେ। ଡିସେମ୍ବର ୪ରେ ଜୟପାଲ ଜାଣିବାକୁ ପାଇଲେ ଯେ, ସେ ମୃତ ଅଟନ୍ତି। ଯେତେବେଳେ ସେ ନାଙ୍ଗଲୋଇର ଏକ ମତଦାନ ବୁଥ୍‌ରେ ପହଞ୍ଚିଥିଲେ, ସେତେବେଳେ ମତଦାନ ଅଧିକାରୀ ତାଙ୍କୁ କହିଥିଲେ, ତାଙ୍କ ନାମ ଭୋଟର ତାଲିକାରେ ନାହିଁ। କାରଣ ରେକର୍ଡ ଅନୁଯାୟୀ ଜୟପାଲ ମରିସାରିଛନ୍ତି। ଯାହାକୁ ନେଇ ଭୋଟ୍‌ ସମୟରେ ସହରରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ଖାଲି ଜୟପାଲ ନୁହନ୍ତି, ଅନେକ ଭୋଟର ନିର୍ବାଚନ ତାଲିକାରୁ ବାଦ୍‌ ପଡ଼ିଥିଲେ। ତାଲିକାରେ ସେମାନଙ୍କ ନାମ ଖୋଜି ପାଇ ନ ଥିଲେ। ଯେଉଁମାନେ ଭୋଟ୍‌ ଦେଇପାରି ନ ଥିଲେ ସେମାନଙ୍କ ମଧ୍ୟରେ ଦିଲ୍ଲୀ କଂଗ୍ରେସ ସଭାପତି ଅନିଲ ଚୌଧୁରୀ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri