Posted inଫୁରସତ

ଅନ୍ତିମ ସଂସ୍କାରବେଳେ ଜୀବନ୍ତ ହୋଇଗଲେ ଯୁବତୀ; ତାପରେ…

ମିରଟ, ୨୭।୮: ଉତ୍ତର ପ୍ରଦେଶର ମିରଟ ସହରରୁ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ମଓ୍ବାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହାପରେ ଶୋକସନ୍ତପ ପରିବାର ଲୋକ ଯେତେବେଳେ ଯୁବତୀଙ୍କ ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତି ଚଳାଇଥିଲେ ହଠାତ୍‌ ଚମତ୍କାର ଘଟିଲା। ଯୁବତୀଜଣଙ୍କ ଜୀବନ୍ତ ହୋଇଉଠିଲେ। ଏହି ଘଟଣା ଏବେ କେବଳ ମିରଟ ନୁହେଁ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।
ଜଣାପଡ଼ିଛି ଯେ, ମୋହଲ୍ଲା ମୁନ୍ନା ଲାଲ୍‌ ନିବାସୀ ୨୦ ବର୍ଷୀୟା ଯୁବତୀ ଅସ୍‌ମା ଗତ ୨୪ ତାରିଖରେ ହୃଦ୍‌ଘାତର ଶିକାର ହୋଇଥିଲେ। ଏହାପରେ ଗୁରୁତର ଅବସ୍ଥାରେ ପରିବାର ଲୋକ ଅସ୍‌ମାଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ପରିବାର ଲୋକ ଅସ୍‌ମାଙ୍କ ଶବକୁ ଧରି ଉତ୍ତର ପ୍ରଦେଶ ଫେରିଥିଲେ। ବାଟରେ ସେମାନେ ପରିବାର ଲୋକଙ୍କୁ ଫୋନ କରି ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତି କରିବାକୁ କହିଥିଲେ। ତେବେ ଅନ୍ତିମ ସଂସ୍କାର ସମୟରେ ଚମତ୍କାର ଘଟଣା ଘଟିଲା। ହଠାତ୍‌ ଅସ୍‌ମା ଜୀବନ୍ତ ହୋଇଉଠିଲେ। ଫଳରେ ପରିବାର ଲୋକଙ୍କ ମଧ୍ୟରେ ପୁଣିଥରେ ଖୁସିର ଲହରୀ ଖେଳିଗଲା। କିନ୍ତୁ ଜୀବୀତ ହେବାର ୧୨ ଘଣ୍ଟା ପରେ ଅସ୍‌ମାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳବାସୀ ଆଶ୍ଚର୍ଯ୍ୟପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?