ମହାପ୍ରୟାଣ ଗାଡି ମିଳିଲାନି: ଅଟୋରେ ବୁହାହେଲା ମୃତଦେହ

ରାଇକିଆ,୨ା୮(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଶନିବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁପରେ ମହାପ୍ରୟାଣ ଗାଡି ନ ମିଳିବାରୁ ଅଟୋରେ ପରିବାର ଲୋକେ ମୃତଦେହ ଆଣିଛନ୍ତି।
କ.ନୂଆଗଁା ବ୍ଲକ ଚାଞ୍ଚେଡି ପଞ୍ଚାୟତ କ୍ରିଟାଙ୍ଗିଆ ଗ୍ରାମର ସିକ୍‌ଲିନ୍‌ ରୋଗରେ ପୀଡିତ ଅଂଶୁମାନ ନାୟକ ଗୁରୁତର ଅବସ୍ଥାରେ ରାଇକିଆ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଶନିବାର ସକାଳୁ ତାଙ୍କର ମୃତ୍ୟୁ ହୋଇଥିଲା। ମୃତଦେହ ନେବାକୁ ମହାପ୍ରୟାଣ ଗାଡି ନ ମିଳିବାରୁ ପରିବାର ଲୋକେ ଅଟୋ ଭଡା କରି ନେଇଥିଲେ। ଅଶୁଂମାନଙ୍କ ମା’, ବାପା ଭୁବନେଶ୍ୱରରେ କାମ କରୁଛନ୍ତି। ପୁଅର ଅସୁସ୍ଥତା ନେଇ ଖବର ପାଇଥିଲେ ମଧ୍ୟ କରୋନା କଟକଣା ଯୋଗୁ ଗାଡି ଚଳାଚଳ ହେଉ ନ ଥିବାରୁ ଘରେ ପହଞ୍ଚତ୍ ପାରି ନ ଥିଲେ। ରାଇକିଆ କଣ୍ଟେନ୍‌ମେଣ୍ଟ ଜୋନ୍‌ ଯୋଗୁ ଗ୍ରାମାଞ୍ଚଳର ବହୁ ରୋଗୀ ମେଡିକାଲ ଆସି ନ ପାରି ହଇରାଣ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?