ଋଷିକୁଲ୍ୟା ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ,୨୪।୧୦ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଋଷିକୁଲ୍ୟା ନଦୀ ନିକଟ ପଙ୍କାଳ ତଟରେ ଏକ ଅଜଣା ବ୍ୟକ୍ତିର ମୃତଦେହ ପଡିଥିବା ଦେଖି ସ୍ଥାନୀୟ ବ୍ୟକ୍ତି ଦେଖି ଗଞ୍ଜାମ ପୋଲିସ ଥାନାକୁ ଖବର ଦେଇଥିଲେ । ଖବରପାଇ ଗଞ୍ଜାମ ଥାନାଧିକାରୀ ସୁମିତ୍ରା ପାତ୍ରଙ୍କ ନେତୃତ୍ୱରେ ଏକ ଟିମ ଯାଇ ମୃତଦେହକୁ ଜବତ କରିଛନ୍ତି । ମୃତକଙ୍କ ପରିଚୟ ଏଯାଏ ଜଣା ପଡିନାହିଁ। ଋଷିକୂଲ୍ୟା ନଦୀରେ କେଉଁଠୁ ଭାସି ଆସିଛି ନା ଆତ୍ମହତ୍ୟା ନା ଆଉ କିଛି ତାହା ସ୍ପଷ୍ଟ ହୋଇ ପାରିନି । ଏନେଇ ନେଇ ଗଞ୍ଜାମ ଥାନା ପୋଲିସ ଅଧିକ ତଦନ୍ତ କରୁଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ, ଗଞ୍ଜାମ ଥାନାଧିକାରୀ ଓ ତାଙ୍କ ଟିମ ସହ ସାଇଣ୍ଟିଫିକ ଟିମ ପହଞ୍ଚି ଅଧିକ ତଦନ୍ତ କରୁଛି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ମେଡିକାଲ ପଠାଇଯାଇଥିବା ଆଇଆଇସି ପାତ୍ର ସୂଚନା ଦେଇଛନ୍ତି।

 

Dharitri – The Largest & Most Trusted Odia Daily

\

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଚାରାରୋପଣ, ସବୁଜ ପରିବେଶ….

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଭିନ୍ନ ଢଙ୍ଗରେ ପାଳିତ ହୋଇଯାଇଛି । ଏହି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ଉତ୍ସବମୁଖର ଭଞ୍ଜନଗର, ପୂଜା ମଣ୍ଡପରେ ବଢୁଛି ଶ୍ରଦ୍ଧାଳୁଙ୍କ ଭିଡ

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ସହର ସମେତ ବ୍ଲକର ବିଭିନ୍ନ ଗ୍ରାମରେ ବିଶ୍ୱକର୍ମା ପୂଜା ଧୂମଧାମରେ ପାଳିତ ହୋଇଯାଇଛି । ସହରର ପଞ୍ଚାୟତ ସମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?