ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ

ପୁରୀ ଅଫିସ,୩୦।୧: ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଶୁକ୍ରବାର ୭ଜଣ ପର୍ଯ୍ୟଟକ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ସ୍ଥାନୀୟ ନୋଳିଆ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳି ନ ଥିଲା। ଶନିବାର ଚର୍କତୀର୍ଥ ନିକଟରୁ ଉକ୍ତ ପର୍ଯ୍ୟଟକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ଝାଡ଼ଖଣ୍ଡର ଦୀପକ କୁମାର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖତଗଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର, କୋଳକୁ ନେଲେ ନିଃସନ୍ତାନ ଦମ୍ପତ୍ତି: ଆଉ ତା’ପରେ ଘଟିଲା…

ଭେଡେନ,୪।୧୧(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ସଂକ୍ରିଡ଼ା ପଞ୍ଚାୟତ ଅନ୍ତର୍ଗତ ଝରାପାଲି ଗ୍ରାମର ଶେଷ ମୁଣ୍ଡରେ ଥିବା ଏକ ଖତଗଦାରୁ ମଙ୍ଗଳବାର ଭୋରରେ ନବଜାତ ଶିଶୁପୁତ୍ର…

ଭୋରୁ ଭୋରୁ ସ୍କୁଟିରେ ଚାଲିଥିଲା ଗଞ୍ଜେଇ ଚାଲାଣ: ମାଡ଼ିବସିଲା ପୋଲିସ

ହାଟଡିହୀ/ଛେନାପଦି,୪।୧୧(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର କୁମାର ଶାନ୍ତିଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ ୩ ଗଞ୍ଜେଇ ବେପାରୀଙ୍କୁ ଧରିବାରେ ସଫଳ…

ଗାଁ ପାଖରେ ବାଘର ପାଦଚିହ୍ନ, ଆତଙ୍କରେ ଗ୍ରାମବାସୀ: ବନ ବିଭାଗର ତଦନ୍ତ ଜାରି

ବରଗଡ଼,୪।୧୧(ପ୍ରେମାନନ୍ଦ ଖମାରୀ): ବାରପାହାଡ ପାଦଦେଶ ନିକଟ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କଣ୍ଡପଲା ପଞ୍ଚାୟତ ରମ୍ପେଲା ଗ୍ରାମ ପାଖରେ ଏକ ବାଘ ବୁଲୁଥିବା ନେଇ ଚର୍ଚ୍ଚା ଚାଲିଛି।…

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ: ପୁରୀ ଯାଉଥିଲେ ସନ୍ଧ୍ୟା ୬ରୁ…

ପୁରୀ, ୪।୧୧: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି…

ପୂର୍ବତନ ମନ୍ତ୍ରୀ ରାସ ବିହାରୀ ବେହେରାଙ୍କ ପରଲୋକ: ଝୁରୁଛି କଳାହାଣ୍ଡି

ଭବାନୀପାଟଣା,୪।୧୧(ଉତ୍ତମ କୁମାର ଦାଶ):କଳାହାଣ୍ଡିର ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରାଙ୍କ ୮୮ ବର୍ଷ ବୟସରେ ମଙ୍ଗଳବାର ବିଳମ୍ବିତ ରାତିରେ ଭବାନୀପାଟଣାସ୍ଥିତ ବାସ ଭବନରେ ପରଲୋକ…

ବାତ୍ୟା ‘ଅର୍ଣ୍ଣବ’ ପରେ ପିଇବା ପାଣି ପାଇଁ ହାହାକାର: ୨୦୦ ପରିବାର ହନ୍ତସନ୍ତ

ଦାରିଙ୍ଗବାଡ଼ି, ୪/୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଜନଜୀବନ। କେଉଁଠି ରାସ୍ତା ବିଚ୍ଛିନ୍ନ ତ ଆଉ କେଉଁଠି ଭୂସ୍ଖଳନ। ଅନ୍ୟପଟେ ବିଦ୍ୟୁତ୍‌ ସଂଯୋଗ…

କ୍ୟାରିୟର ସହିତ ପରିବେଶ ପ୍ରତି ଧ୍ୟାନ ଦେବା ଜରୁରୀ

ପୂର୍ବରୁ ଗଛ ପରିମାଣ ଅଧିକ ଥିଲା। ଲୋକମାନେ ପ୍ରକୃତିକୁ ନେଇ ମଧ୍ୟ ସଚେତନ ଥିଲେ। ବର୍ତ୍ତମାନ ଭଳି କଳକାରଖାନା ନ ଥିଲା କି ଗାଡି ମୋଟର ଚାଲୁ…

୯ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?