ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଜବତ

ବିନିକା,୨୦ା୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍‌ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା ପୋଲିସ।

ସୂଚନାନୁଯାୟୀ, ମୃତ ଯୁବକ ଜଣକ ହେଉଛନ୍ତି ବାଉଁଶୁଣି ଗ୍ରାମର ନେତ୍ର ଭୋଇଙ୍କ ପୁଅ ସୁରେଶ ଭୋଇ(୨୨)। ମୃତ ସୁରେଶ ମାନସିକ ରୋଗରେ ଆକ୍ରାନ୍ତ ଥିଲେ। ମୃତ ଯୁବକ ବୁର୍ଲାରେ ଚିକିତ୍ସିତ ହେଉଥିଲେ। ଗତ ତା ୩.୨.୨୦୨୨ରୁ ମୃତ ସୁରେଶ ନିଖୋଜ ଥିବା ବିନିକା ଥାନାରେ ନିଖୋଜ ମାମଲା ରୁଜୁ ହୋଇଥିଲା। ରବିବାର ଖଏରାଡେରାର ମହିଳାମାନେ ଜାଳେଣି କାଠ ସଂଗ୍ରହ ନେଇ ଡୁଗୁମାଳି ଜଙ୍ଗଲକୁ ଯାଇଥିବା ବେଳେ ଜଙ୍ଗଲରେ ଏକ ପଚାସଢ଼ା ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ସୋମବାର ସକାଳୁ ପୋଲିସ ମୃତ ଯୁବକ ଜଣକ ସୁରେଶ ବୋଲି ତାଙ୍କ ବାପାଙ୍କ ସୂତ୍ରରୁ ଜାଣି ଜଙ୍ଗଲରୁ ମୃତଦେହ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri