Posted inଗଜପତି

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର: ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଜି.ଉଦୟଗିରି, ୩୦।୪(ଚିନ୍ମୟ କୁମାର ସେଠି ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଗ୍ରେସିଙ୍ଗିଆ ପଞ୍ଚାୟତ ଡକରିଙ୍ଗିଆ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ ଗାଁର ଛେଳି ଚରାଳି ଛେଳି ଚରାଉଥିବା ବେଳେ ଯୁବକଙ୍କ ଗଳିତ ମୃତଦେହ ଦେଖି ଗ୍ରାମବାସୀଙ୍କୁ ଖବର ଦେଇଥିଲେ। ଗାଁ ଲୋକେ ଘଟଣାସ୍ଥଳରେ ପହଁଞ୍ଚି ମୃତ ଯୁବକଙ୍କୁ ଚିହିଁ ପାରି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଘଟଣାସ୍ଥଳରେ ପହଁଞ୍ଚି ନିଜ ପୁଅର ଶବ ଦେଖି ତାଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଏକ ଲିଖିତ ଅଭିଯୋଗ ଦେଇଥିବା ଜଣାପଡ଼ିଛି । ମୃତ ଯୁବକଙ୍କ ନାଁ କିରଣ ପ୍ରଧାନ, ବୟସ ୨୦। ବାପା ପ୍ରହ୍ଲାଦ ପ୍ରଧାନ,ଗ୍ରାମ ଡକରିଙ୍ଗିଆ (ପୁନି ନାଯୁ ) । ଖବରପାଇ ସ୍ଥାନୀୟ ପୋଲିସ ଆଇଆଇସି ସଦଳବଳେ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ କରୁଥିବା ଦେଖିବାକୁ ମିଳିଛି । ଖବର ଲେଖିବା ପର୍ଯ୍ୟନ୍ତ ମୃତଦେହ ସେହି ଜଙ୍ଗଲରେ ପଡ଼ିଥିବା ଦେଖିବାକୁ ମିଳିଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିସି ମାଧ୍ୟମରେ ୭ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ପାଟଣା ବ୍ଲକ୍‌ର ୪ ଓ ସାହାରପଡ଼ା ବ୍ଲକ୍‌ର ୩ ବିଦ୍ୟାଳୟ ସାମିଲ

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସଠାରେ ଭିଡିଓ କନ୍‌ଫରେନ୍ସିଂ…

୪ ଜେଲ୍‌ର ଜେଲରଙ୍କୁ ବଦଳି କଲେ ରାଜ୍ୟ ସରକାର: କଟକ ସର୍କଲ ଜେଲକୁ ଗଲେ ଲଲାଟେନ୍ଦୁ, ପୁରୀ ବଦଳି ହେଲେ…

ଭୁବନେଶ୍ୱର,୬।୧୧: ରାଜ୍ୟ ପ୍ରଶାସନିକ ସେବାରେ ଅଦଳବଦଳ ପ୍ରକ୍ରିୟାରେ ଓଡ଼ିଶା ସରକାରଙ୍କ କାରାଗାର ଓ ସଂଶୋଧନାତ୍ମକ ସେବା ନିର୍ଦ୍ଦେଶାଳୟ ପକ୍ଷରୁ ୪ ଜଣ ଜେଲରଙ୍କର ବଦଳି କରାଯାଇଛି। ପ୍ରଶାସନିକ…

ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ: କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଏମପି ପ୍ରଦୀପ ପୁରୋହିତ

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଧାନ ଉଠାଣ ଓ ମିଲର୍ସଙ୍କ ଦ୍ୱାରା କଷ୍ଟମ ମିଲ୍ଡ ରାଇସ୍ (ସିଏମଆର) ଜମାରେ ହେଉଥିବା ବିଳମ୍ବକୁ…

ଫେବୃଆରୀ ୧୬ରୁ CBSE ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା; ୧୦୧ ଦିନ ପୂର୍ବରୁ ପ୍ରକାଶ ପାଇଲା…

ନୂଆଦିଲ୍ଲୀ,୬।୧୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (CBSE) ପକ୍ଷରୁ ଆଗାମୀ ୨୦୨୭ ମସିହାର ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ଆନୁଷ୍ଠାନିକ ତାରିଖ ଘୋଷଣା…

ବନ୍ୟା ବିପନ୍ନଙ୍କୁ ୫୦ କେଜି ଚାଉଳ ସହ ୨୫୦୦ ଟଙ୍କା ସହାୟତା:୪ ଲକ୍ଷ ୨୯ ହଜାର ୭୮୨ ପରିବାର ପାଇବେ ସହାୟତା

ଛତ୍ରପୁର, ଦିଲ୍ଲୀପ ସାମଲ, ୬/୧୧: ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟାରେ ପ୍ରଭାବିତ ପରିବାରଙ୍କୁ ସହାୟତା ପ୍ରଦାନ ପ୍ରକ୍ରିୟା ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ…

ମୁସ୍ତାକ ଅଲୀ ଟ୍ରଫି: ବିହାର ସିନିୟର ଦଳର ନେତୃତ୍ୱ ନେବେ ବୈଭବ ସୂର୍ଯ୍ୟବଂଶୀ

ପାଟନା,୬ା୧୧: ନଭେମ୍ବର ୧୪ରୁ ଆରମ୍ଭ ହେବାକୁଥିବା ସୟଦ ମୁସ୍ତାକ ଅଲି ଟ୍ରଫିର ପ୍ରଥମ ଦୁଇଟି ମ୍ୟାଚ ପାଇଁ ସ୍ବଳ୍ପ ବୟସ୍କ ବ୍ୟାଟିଂ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଥମ…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ମହିଳା ଓ ଶିଶୁ ସୁରକ୍ଷା, ଆୟୋଗ ଅଧ୍ୟକ୍ଷା: ଅଙ୍ଗନବାଡ଼ି କେନ୍ଦ୍ର ଓ ଆବାସିକ ବିଦ୍ୟାଳୟରେ ସୁବିଧା ସୁଯୋଗ ଯାଞ୍ଚ

ମୋହନା, ୬।୧୧ (ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଗଜପତି ଜିଲ୍ଲା ମୋହନା ବ୍ଲକରେ ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ନେଇ ପ୍ରଶାସନ ତତ୍ପର ହୋଇଛି।…

ହାତୀ-ମଣିଷ ସଂଘର୍ଷ ରୋକିବାକୁ ଗଜସାଥୀଙ୍କୁ ତାଲିମ୍‌: ୧୯ ମାସରେ ୨୭୫ ମଣିଷ ଓ ୧୩୧ ହାତୀଙ୍କ ମୃତ୍ୟୁ

ଭଞ୍ଜନଗର, ୬।୧୧ (ବାବୁଲା ପ୍ରଧାନ): ହାତୀ-ମଣିଷ ସଂଘର୍ଷ ହ୍ରାସ କରିବା ସହ ଉଭୟଙ୍କ ଧନଜୀବନ ସୁରକ୍ଷା ଉଦ୍ଦେଶ୍ୟରେ ଟାଟା ପାୱାର, ଘୁମୁସର ଉତ୍ତର ବନଖଣ୍ଡ ଏବଂ ସ୍ୱେଚ୍ଛାସେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?