ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ ବେହେରା ଏବଂ ତାଙ୍କ ସାନ ଭାଇ କୈଳାସ ବେହେରାଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି । ଥାନା ମାମଲା ନଂ.୧୦୯/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି ।

ଗତ ୨୦୨୫ ମାର୍ଚ୍ଚ ୧୫ ତାରିଖ ରାତି ପ୍ରାୟ ସାଢେ ୯ ଟାରେ ଘରର ଆବର୍ଜନା ନାଳ ପାଣି ନିଷ୍କାସନକୁ କେନ୍ଦ୍ରକରି କୈଳାସଙ୍କ ସ୍ତ୍ରୀ ଏବଂ ତାଙ୍କ ପଡୋଶୀ  ମହେନ୍ଦ୍ର ବେହେରାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପରେ ତାହା ଉଗ୍ର ରୂପ ନେଇଥିଲା। ଅଶୋକ ଏବଂ କୈଳାସ ଘଟଣାସ୍ଥଳରେ ପହଞ୍ଚି ମହେନ୍ଦ୍ର ଏବଂ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କୁ  ମରଣାନ୍ତକ ଆକ୍ରମଣ କରିଥିଲେ। ଘଟଣାର ପରଦିନ ଏନେଇ ମହେନ୍ଦ୍ର ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ । ଏତଲାକୁ ଭିତ୍ତିକରି ପୋଲିସ ମକଦ୍ଦମା ରୁଜୁ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri