ଟ୍ରକ୍‌ ଚାଳକଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ ୧୩ ହଜାର

ଲଖନପୁର,୨୨।୨୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରମ୍ପେଲା ବ୍ରିଜ ନିକଟରେ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଜଣେ ଟ୍ରକ ଚାଳକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ତାଙ୍କ ନିକଟରୁ ୧୩ ହଜାର ଟଙ୍କା ଲୁଟିନେଇ ଫେରାର ହୋଇଯାଇଛନ୍ତି । ଆହତ ଚାଳକ ଜଣଙ୍କ ହେଲେ ବନ୍ଧବାହାଲର ସୀମାଞ୍ଚଳ ବରାଡ(୪୫)। ତାଙ୍କୁ ଗୁରୁତର ଅବସ୍ଥାରେ ମଙ୍ଗଳବାର ସକାଳେ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?