Posted inଖେଳ

ଫିଫା ବିଶ୍ୱକପ୍‌ ୨୦୨୩: ଓପନିଂ ମ୍ୟାଚ୍‌ ପୂର୍ବରୁ ଦଳ ରହୁଥିବା ହୋଟେଲ ନିକଟରେ ଫୁଟିଲା ଗୁଳି; ୩ ମୃତ

ଅକଲ୍ୟାଣ୍ଡ,୨୦।୭: ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ ଦ୍ୱାରା ଆୟୋଜିତ ମହିଳା ଫିଫା ବିଶ୍ୱକପ୍‌ ୨୦୨୩ ଗୁରୁବାରଠାରୁ ଆରମ୍ଭ ହେବ। ଆୟୋଜକ ନ୍ୟୁଜିଲାଣ୍ଡ ଏବଂ ନରଓ୍ବେ ମଧ୍ୟରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ହେଲେ ଏହି ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଅକଲ୍ୟାଣ୍ଡରେ ଯେଉଁଠାରେ ଦଳମାନେ ରହୁଛନ୍ତି, ସେହି ହୋଟେଲ ନିକଟରେ ହଠାତ୍‌ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ଘଟଣାରେ କିଛି ପୋଲିସ କର୍ମଚାରୀଙ୍କ ସମେତ ୬ ଆହତ ହୋଇଛନ୍ତି।

ନରଓ୍ବେ ଅଧିନାୟମ ମାରେନ୍‌ ମଜେଲ୍‌ଡେ କହିଛନ୍ତି, ଦଳ ରହୁଥିବା ସ୍ଥାନରୁ ୩୦୦-୪୦୦ ମିଟର ଦୂରରେ ଗୁଳି ବିନିମୟ ହୋଇଥିଲା। ଘଟଣା ପରେ ଅନେକ ହେଲିକପ୍ଟର ଏବଂ ଜରୁରୀକାଳୀନ ଯାନ ସେଠାରେ ପହଞ୍ଚିଥିଲା। ସେଗୁଡିକର ଶବ୍ଦରୁ ତାଙ୍କ ନିଦ ଭାଙ୍ଗିଥିଲା। ପ୍ରଥମେ କ’ଣ ହେଉଛି ଜଣାପଡ଼ି ନ ଥିଲା। ପରେ ଟେଲିଭିଜନ ଏବଂ ଲୋକାଲ ଗଣମାଧ୍ୟମରେ ଏହି ଖବର ଚାଲିଥିଲା। ସମସ୍ତେ ଶାନ୍ତ ଦେଖାଯାଉଛନ୍ତି। ସାମାନ୍ୟ ଢ଼ଙ୍ଗରେ ଏବେ ଅପରାହ୍ନରେ ଥିବା ମ୍ୟାଚ୍‌ର ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri