Posted inଖେଳ

‘ପ୍ରିୟ ନରେନ୍ଦ୍ର ମୋଦି ସାର୍‌…’ ବିଶ୍ୱକପ ବିଜେତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ପ୍ରଧାନମନ୍ତ୍ରୀ, ଏମିତି କୃତଜ୍ଞତା ଜଣାଇଲେ କୋହଲି

ନୂଆଦିଲ୍ଲୀ,୨।୭: ଟି -୨୦ ବିଶ୍ୱକପ ୨୦୨୪ର ଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ବିରାଟ କୋହଲଙ୍କର ବଡ ଅବଦାନ ରହିଛି। ସମଗ୍ର ଟୁର୍ଣ୍ଣାମେଣ୍ଟରେ ରନ ସ୍କୋର କରିବାକୁ ସଂଘର୍ଷ କରୁଥିବା କୋହଲି ଫାଇନାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୬ ରନର ଇନିଂସ ଖେଳିଥିଲେ। ଏହା ପରେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋହଲିଙ୍କୁ ‘ଏକ୍ସ’ ମାଧ୍ୟମରେ ଅଭିନନ୍ଦନ ଜଣାଇବା ସହ କୋହଲି ନୂତନ ପିଢିର ଖେଳାଳିଙ୍କୁ ପ୍ରେରଣା ଯୋଗାଇବେ ବୋଲି ମଧ୍ୟ କହିଥିଲେ। ଏବେ ଭାରତୀୟ ପୂର୍ବତନ ଅଧିନାୟକ କୋହଲି ମଧ୍ୟ ଏହାର ଜବାବରେ ଟୁଇଟ କରି ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି।
ଧନ୍ୟବାଦ ଜଣାଇ ସେ ଲେଖିଛନ୍ତି, ‘ପ୍ରିୟ ନରେନ୍ଦ୍ର ମୋଦି ସାର୍‌, ମୋତେ ସର୍ବଦା ସମର୍ଥନ କରି ଉତ୍ସାହିତ କରିଥିବାରୁ ଧନ୍ୟବାଦ। ଟି-୨୦ ବିଶ୍ୱକପ ଘରକୁ ଆଣିଥିବା ଏହି ଭାରତୀୟ ଦଳର ଅଂଶ ହେବା ଗୌରବର ବିଷୟ। ଏହି ବିଜୟ ସହିତ ସମସ୍ତ ଦେଶବାସୀ ପାଇଥିବା ଖୁସିରେ ଆମେ ପ୍ରଭାବିତ ଏବଂ ଅଭିଭୁତ।’


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri